ମୁଁ ଭିକାରୀ ନୁହେଁ, ମୋ ଫଟୋକୁ ଭୁଲ୍ ଭାବେ ଭାଇରଲ ହେଉଛି : ଇନ୍ଦୋରର କୋଟିପତି ଭିକାରୀ
ଇନ୍ଦୋରର ବହୁ ଚର୍ଚ୍ଚିତ “କୋଟିପତି ଭିକାରୀ” ମଙ୍ଗିଲାଲ ମାମଲାରେ ନୂଆ ମୋଡ଼ । ପ୍ରଶାସନ ଦ୍ୱାରା ଭିକାରୀ ଭାବେ ଉଦ୍ଧାର କରାଯାଇଥିବା କୁଷ୍ଠ ରୋଗୀ ମଙ୍ଗିଲାଲଙ୍କ ପରିବାର ଏବେ ସାମ୍ନାକୁ ଆସି ସରକାରଙ୍କ ଦାବିକୁ ମିଥ୍ୟା ବୋଲି କହିଛନ୍ତି । ସୂଚନାମୁତାବକ ଗତ ଶନିବାର ବିଳମ୍ବିତ ରାତିରେ!-->…