ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର ।୫ କିଲୋମିଟର ଭାରାରେ ବୁହାହେଲେ ରୋଗୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର ।୫ କିଲୋମିଟର ଭାରରେ ବୁହା ହେଲେ ରୋଗୀ । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ବୁରାତାଲ ପଞ୍ଚାୟତ ବଡ଼ ଆଞ୍ଚୁପା ଗାଁରରୁ ଆସିଛି ଏପରି ଘଟଣା ।ଗାଁର ୩୫ ବର୍ଷୀୟ ଯୁବକ ଦେବରାଜ ରଇତ ଗୁରୁତର ରୋଗାକ୍ରାନ୍ତ ହେବା ପରେ ତାଙ୍କୁ!-->…