ଅଶ୍ଳୀଳ ନୃତ୍ୟ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ, ନିଶାଙ୍କୁ ନଚେଇ SDM ନିଲମ୍ବିତ
ଛତିଶଗଡରେ ନିଶା ମହାରଶାଙ୍କ ଅଶ୍ଳୀଳ ନୃତ୍ୟ ମାମଲାରେ ବଡ କାର୍ଯ୍ୟାନୁଷ୍ଠାନ ହୋଇଛି । SDM ତୁଳସୀ ଦାଶ ମରକାମ ନିଲମ୍ବିତ। ନିୟମ ଉଲଙ୍ଘନ କରି ଅନୁମତି ଦେଇଥିବା ଯୋଗୁଁ SDMଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲେ କମିଶନର ମହାଦେବ କାମ୍ବରେ। ପୂର୍ବରୁ ତିନି ଜଣ ପୋଲିସ କର୍ମଚାରୀ ଙ୍କୁ!-->…