ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାଁରେ ଏତଲା
ଭୁବନେଶ୍ୱର (ରାଜ୍ୟକାହାଣୀ )ମକର ସଂକ୍ରାନ୍ତି ସମୟରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଥାନାରେ ଏତଲା । କାର୍ଯ୍ୟରେ ଅବହେଳା ଯୋଗୁଁ ଉପାସରେ ରହିଲେ ପ୍ରଭୁ ଲିଙ୍ଗରାଜ ଓ ବନ୍ଦ ହେଲା ନୀତିକାନ୍ତି । ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାମରେ ଥାନାରେ ଏତଲା!-->…