କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି- କମିଲା ନିଟ୍-ପିଜି କଟ-ଅଫ୍

ଦେଶରେ ମେଡିକାଲ ପିଜି କୋର୍ସରେ ଖାଲି ପଡିଛି ହଜାର ହଜାର ସିଟ୍। ଏହାକୁ ଭରିବା ପାଇଁ ନ୍ୟାସନାଲ ବୋର୍ଡ ଅଫ୍ ଏଗଜାମିନେସନ୍ ଇନ୍ ମେଡିକାଲ ସାଇନ୍ସ (ଏନବିଇଏମ୍ଏସ୍) ନିଟ୍ ପିଜି ୨୦୨୫ ପାଇଁ କ୍ବାଲିଫାଇଂ କଟ୍ଅଫ୍‌କୁ ହ୍ରାସ କରି ଖୁବ୍ କମ୍ କରିଦେଇଛି। ସଂଶୋଧିତ ମାନଦଣ୍ଡ ଅନୁସାରେ, ଏବେ…

ଭାରତୀୟ ପାସପୋର୍ଟରେ ବଢ଼ିଲା ଗୁରୁତ୍ବ, ଏବେ ୫୫ଟି ଦେଶରେ ଭିସା-ଫ୍ରି ଏଣ୍ଟ୍ରି

ହେନଲି ପାସପୋର୍ଟ ଇଣ୍ଡେକ୍ସ ୨୦୨୬ ତାଲିକା ପ୍ରକାଶ ପାଇଛି । ଭାରତୀୟ ପାସପୋର୍ଟର ରାଙ୍କିଂରେ ଏକ ଗୁରୁତ୍ୱପୂର୍ଣ୍ଣ ଉନ୍ନତି ହୋଇଛି ।ଚଳିତ ବର୍ଷ ଏସୀୟ ଦେଶଗୁଡ଼ିକ ପ୍ରାଧାନ୍ୟ ବିସ୍ତାର କରିଛନ୍ତି । ସିଙ୍ଗାପୁରର ପାସପୋର୍ଟ ବିଶ୍ୱର ସବୁଠାରୁ ପାୱାରଫୁଲ୍ ରହିଛି, ଯାହା ୧୯୨ଟି ଦେଶକୁ ବିନା…

ଗାଡ଼ି ବ୍ରହ୍ମପୁରରେ, ଫାଇନ୍ କଟିଛି ଆଗ୍ରାରେ

ବ୍ରହ୍ମପୁରରେ ଥିବା ଏକ ଘରୋଇ ବସ୍‌ର ଚାଲାଣ ଉତ୍ତର ପ୍ରଦେଶର ଆଗ୍ରା ସହରରେ କଟିଛି| ବସ୍ ମାଲିକଙ୍କ ମୋବାଇଲକୁ ଅସିଛି ୭୫ ହଜାର ୫୨୦ ଟଙ୍କାର ଚାଲାଣ। ଏ ନେଇ ବସ୍ ମାଲିକ ପ୍ରକାଶ ଚନ୍ଦ୍ର ଦାସ ଗଞ୍ଜାମ ପରିବହନ ବିଭାଗର ଦ୍ବାରସ୍ଥ ହୋଇଛନ୍ତି । ଗୋଟିଏ ନମ୍ବରରେ ଦୁଇଟି ବସ୍ ଚାଲିଛି। ଏମିତିକି…

ଆଇସିସି ମାନ୍ୟତା : ଦିନିକିଆରେ ବିରାଟ କୋହଲି ନଂ୧

ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ସଦ୍ୟତମ ଦିନିକିଆ ମାନ୍ୟତା ପ୍ରକାଶ ପାଇଛି । ଏହା ଅନୁସାରେ ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ ବିଶ୍ବର ନଂ୧ ମାନ୍ୟତା ପ୍ରଦାନ କରାଯାଇଛି । ୭୮୫ ପଏଣ୍ଟ ସହ ସେ ପ୍ରଥମ ସ୍ଥାନରେ ଅଛନ୍ତି । ସେ ଦୀର୍ଘ ଦିନ ପରେ ପୁଣି ଥରେ…

ସଫେଇ କର୍ମଚାରୀଙ୍କୁ ଆସିଲା ରାଷ୍ଟ୍ରପତି ଭବନରୁ ଡାକରା, ‘ଆଟ୍ ହୋମ୍’ ଅତିଥି ହେବେ ରାଜେନ୍ଦ୍ର

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଅର୍କାବାହିଲିପଡାର ସୁଇପର କଲୋନୀର ସଫେଇ କର୍ମଚାରୀ ରାଜେନ୍ଦ୍ର ପାତ୍ରଙ୍କୁ ମିଳିଛି ଭାରତର ମହାମହିମ ରାଷ୍ଟ୍ରପତିଙ୍କ ପକ୍ଷରୁ ସ୍ୱତନ୍ତ୍ର ନିମନ୍ତ୍ରଣ ।୨୦୨୬ ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସରେ ରାଜେନ୍ଦ୍ର ପାତ୍ର, ରାଷ୍ଟ୍ରପତି ଭବନରେ ହେବାକୁ ଥିବା…

ନୂଆ ରେକର୍ଡ ସୃଷ୍ଟି କଲା ଭୁବନେଶ୍ୱର ବିମାନବନ୍ଦର

ରାଜ୍ୟ କାହାଣୀ (ଭୁବନେଶ୍ଵର)ନୂଆ ରେକର୍ଡ ସୃଷ୍ଟି କଲା ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର । ୨୦୨୫ରେ ସର୍ବକାଳୀନ ରେକର୍ଡ ହୋଇଛି । ୫.୧୫ ମିଲିୟନ ଯାତ୍ରୀ ବିମାନରେ ଯାତାୟତ କରିଛନ୍ତି । କୌଣସି ବର୍ଷ ଏତେ ଯାତ୍ରୀ ଯାତ୍ରା କରି ନଥବା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।…

ଶିମିଳିପାଳରେ କୁମ୍ଭୀରଙ୍କ ସଂଖ୍ୟା ୮୪କୁ ବୃଦ୍ଧି

ଭୁବନେଶ୍ୱର (ରାଜ୍ୟକାହାଣୀ )ଶିମିଳିପାଳର କୁମ୍ଭୀର ଗଣନା ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଅନୁସାରେ, କୁମ୍ଭୀରଙ୍କ ସଂଖ୍ୟା ୮୪କୁ ବୃଦ୍ଧି ପାଇଛି, ଯାହା ଗତ ବର୍ଷ ତୁଳନାରେ ୩ ଅଧିକ। ପଶ୍ଚିମ ଦେଓ ନଦୀରେ ସର୍ବାଧିକ ୬୦ କୁମ୍ଭୀର ଅଛନ୍ତି । ଜାନୁଆରୀ ୬ରୁ ୮ତାରିଖ ପର୍ଯ୍ୟନ୍ତ ତିନି ଦିନିଆ…

ଉପାସରେ ପ୍ରଭୁ ଲିଙ୍ଗରାଜ: ସେବାୟତଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ଏକ୍ରାମ ବିଧାୟକ

ଭୁବନେଶ୍ୱର (ରାଜ୍ୟକାହାଣୀ )ଉପାସରେ ଶ୍ରୀଲିଙ୍ଗରାଜ ପ୍ରସଙ୍ଗକୁ ନେଇ ଏକାମ୍ର ବିଧାୟକ ବାବୁ ସିଂ କଡା ଚେତାବନୀ ଦେଇଛନ୍ତି । ବିଧାୟକ କହିଛନ୍ତି ଯେ ନୀତିକାନ୍ତି ବନ୍ଦ କରିଥିବା ସେବାୟତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ । ସେବାୟତ ସେବା କରିବାକୁ ଅଛନ୍ତି, ନିଷ୍ପତ୍ତି ନେବାକୁ ନୁହେଁ ।…

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ବୃଦ୍ଧ ଅଟକ

ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଅଞ୍ଚଳରେ ଲଜ୍ଜା । ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ବୃଦ୍ଧ ଅଟକ । ଗତ ରବିବାର ଅପରାହ୍ନ ସମୟରେ ଘର ପାଖରେ ନାବାଳିକା ଜଣକ ବୁଲୁଥୁବା ବେଳେ ସମ୍ପର୍କୀୟ ଜେଜେ ନାବାଳିକାକୁ ଡାକି ଥିଲା । ଗୁହାଳ ଭିତରେ ପାଟିରେ ହାତ ଦେଇ ଜବରଦସ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ…

ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ: ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନସ

ଆଗକୁ ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ । ଗାଡ଼ି ଚାଳକ ନିୟମ ଭାଙ୍ଗିଲେ କଟିବ ପଏଣ୍ଟ । ରଦ୍ଦ ହେବ ଲାଇସେନସ । ମହଙ୍ଗା ହେବ ବୀମା । ସଡ଼କ ଦୁର୍ଘଟଣା ରୋକିବା ଓ ଟ୍ରାଫିକ୍ ନିୟମକୁ ଅଧିକ କଡ଼ାକଡ଼ି କରିବା ପାଇଁ କେନ୍ଦ୍ର ସରକାର ‘ପେନାଲ୍ଟି ପଏଣ୍ଟ’ ବ୍ୟବସ୍ଥା ଲାଗୁ…