ମକର ସଂକ୍ରାନ୍ତିରେ ମହାପ୍ରଭୁଙ୍କୁ ଅର୍ପଣ ହେବ ସବୁଠୁ ବଡ଼ପାନ

ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୁଙ୍କ ମକରନୀତି । କାଳିଆ ଠାକୁରଙ୍କ ଦ୍ୱାଦଶଯାତ୍ରା ମଧ୍ୟରୁ ମକର ସଂକ୍ରାନ୍ତି ଏକ ପ୍ରମୂଖ ଯାତ୍ରା ହୋଇଥିବାରୁ ଆଜି ମହାପ୍ରଭୁଙ୍କର ମକରଚୌରାସୀ ବେଶ ଅନୁଷ୍ଠିତ ହେବ। ତେବେ ଆଜି ମହାପ୍ରଭୁଙ୍କୁ ଅର୍ପଣ ହେବ…

ପଶ୍ଚିମବଙ୍ଗରେ ନିପା ଆକ୍ରାନ୍ତ ଚିହ୍ନଟ ପରେ ଓଡ଼ିଶାକୁ ଭୟ

ପଶ୍ଚିମବଙ୍ଗରେ ଆକ୍ରାନ୍ତ ଚିହ୍ନଟ ପରେ ଓଡ଼ିଶାକୁ ବଢିଲା ନିପା ଭୟ। ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣାରେ ଘରୋଇ ହସ୍ପିଟାଲରେ ୨ଜଣ ନର୍ସ ନିପା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି । ସେମାନଙ୍କଠାରେ ରହିଥିବା ଲକ୍ଷଣ ନିପା ଭୂତାଣୁ ବୋଲି ପ୍ରାଥମିକ ରିପୋର୍ଟରୁ ସ୍ପଷ୍ଟ ହୋଇଛି । ସେମାନଙ୍କ…

ସମସ୍ତ ସରକାରୀ କାର୍ଯ୍ୟାଳୟରେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଆରେ ହେବ ସରକାରୀ କାମ । ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ । ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି । ଏହି ନିୟମ ବ୍ଲକ, ଜିଲ୍ଲା ଏବଂ ରାଜ୍ୟସ୍ତରୀୟ ସରକାରୀ ଅଫିସରେ କଡ଼ାକଡ଼ି ଲାଗୁ ହେବ । ସମସ୍ତ ବିଜ୍ଞପ୍ତି, ପତ୍ର ବିନିମୟ ଓଡ଼ିଆ…

ଆଜି ମକର ସଂକ୍ରାନ୍ତି। କ’ଣ ରହିଛି ପରମ୍ପରା

ମକରଠାରୁ ଦିନ ହୁଏ ବକର। ଅର୍ଥାତ ଏହି ତିଥି ଠାରୁ ଦିନ କ୍ରମଶଃ ବଡ଼ ହୁଏ। ମକରଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଯାଉଥିବାରୁ ଖରା ଧୀରେଧୀରେ ପ୍ରଖର ହୁଏ। ସୂର୍ଯ୍ୟ ଉତ୍ତର ଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ କରୁଥିବାରୁ ବିବାହ, ବ୍ରତ, ଯଜ୍ଞାନୁଷ୍ଠାନ, ଗୃହ, ଦେବାଳୟ…

ପୁଣି ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ପୁଣି ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ। ମକର ସଂକ୍ରାନ୍ତିରେ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ମଙ୍ଗଳବାର ସଂଧ୍ୟାରୁ ବନ୍ଦ ଅଛି ନୀତିକାନ୍ତି।ଉଭୟ ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ବିବାଦରୁ ପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି…

ସାପ କାମୁଡିଲା ପରେ ତାକୁ ପକେଟରେ ପୂରାଇ ମେଡିକାଲ ଗଲେ ଇ-ରିକ୍ସା ଚାଳକ

ଉତ୍ତର ପ୍ରଦେଶର ମଥୁରାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବ୍ୟକ୍ତିଙ୍କୁ ଏକ ନାଗ ସାପ କାମୁଡ଼ି ଦେଇଥିଲା ଏବଂ ସେ ଜୀବନ୍ତ ନାଗସାପକୁ ଧରି ଡାକ୍ତରଖାନାକୁ ଯାଇଥିଲେ । ଡାକ୍ତର କ’ଣ ହୋଇଛି ବୋଲି ପଚାରିବାରୁ, ବ୍ୟକ୍ତି ଜଣକ ତାଙ୍କ ପକେଟରୁ ଜୀବନ୍ତ ନାଗସାପ ବାହାର କରି…

ଯାତ୍ରା ପେଣ୍ଡାଲରେ ଅଶ୍ଳୀଳ ନୃତ୍ୟ ଉପରେ ଲାଗିବ ରୋକ୍: ଆଇନ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଯାତ୍ରା ପେଣ୍ଡାଲ ଅଶ୍ଳୀଳ ନୃତ୍ୟ ଉପରେ ଲାଗିବ ରୋକ୍ । ଯାତ୍ରା ଡ୍ୟାନ୍ସରଙ୍କ ଉପରେ ବାଜିବ ଛାଟ । ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗ ଉପରେ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଛତିଶଗଡ ପରି ଓଡ଼ିଶାରେ ବି ହୋଇପାରେ କାର୍ଯ୍ୟନୁଷ୍ଠାନ ।…

୧୦ ମିନିଟ୍‌ରେ ଅର୍ଡର ଡେଲିଭରିକୁ ନେଇ କଠୋର ହେଲେ କେନ୍ଦ୍ର ସରକାର

କେନ୍ଦ୍ର ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କ ଦୃଢ଼ ପଦକ୍ଷେପ ପରେ, କ୍ୱିକ କମର୍ସ କମ୍ପାନୀ ବ୍ଲିଙ୍କିଟ ଏହାର ସମସ୍ତ ବ୍ରାଣ୍ଡ ପ୍ଲାଟଫର୍ମରୁ ‘୧୦-ମିନିଟ ଡେଲିଭରି’ ଦାବିକୁ ସମ୍ପୂର୍ଣ୍ଣ ଭାବରେ ହଟାଇ ଦେଇଛି। ଡେଲିଭରି କର୍ମଚାରୀଙ୍କ ସୁରକ୍ଷା ଏବଂ ଉନ୍ନତ କାର୍ଯ୍ୟ…

ଏଣିକି ପ୍ରତି ମାସରେ ସମୀକ୍ଷା ହେବ ରଥ ଯାତ୍ରା ପ୍ରସ୍ତୁତି

ରଥଯାତ୍ରାକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ବୈଠକ। ୬ ମାସ ପୂର୍ବରୁ ସବୁ ବିଭାଗକୁ ପ୍ରସ୍ତୁତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ। ଏଣିକି ପ୍ରତି ମାସରେ ସମୀକ୍ଷା ହେବ ରଥ ଯାତ୍ରା ପ୍ରସ୍ତୁତି।। ସ୍ୱାସ୍ଥ୍ୟ, ପିଇବା ପାଣି, କ୍ୱାଲିଟି ମନିଟର, ସ୍ୱଚ୍ଛତାକୁ ଗୁରୁତ୍ୱ ଦିଆଯିବ । ଭିଡ…

ଆଇନଜୀବୀ ପୀତବାସ ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କ ଜାମିନ ଖାରଜ

ରାଜ୍ୟ କାହାଣୀ (ଭୁବନେଶ୍ଵର)ପୀତବାସ ପଣ୍ଡା ହତ୍ୟା ମାମଲାରେ ୬ ଅଭିଯୁକ୍ତଙ୍କ ଜାମିନ ଖାରଜ । ମଳୟ ବିଷୋୟୀ, ସୁନୀଲ ହୋତା, ବିପିନ ସ୍ୱାଇଁ, ସୀମାଞ୍ଚଳ ନାୟକଙ୍କ ଜାମିନ ଖାରଜ କରିଛନ୍ତି କୋର୍ଟ ।୨ ବିହାରୀ ଅପରାଧି ଶିଶୁପାଳ ପାଶୱାନ, କୁନ୍ଦନ କୁମାରଙ୍କ ଜାମିନ ମଧ୍ୟ ଖାରଜ କରିଛନ୍ତି କୋର୍ଟ…