ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ ।ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେବ । ଏହାସହ ଧନୁ ସଂକ୍ରାନ୍ତିରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ପହିଲି ଭୋଗର ଅନ୍ତିମ ଦିବସ । ଆଜି ସନ୍ଧ୍ୟା ଆଳତି ବେଶରେ ମାଳଚୂଳ ମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁରଙ୍କୁ!-->…