ପୋଲିସ ଏସ୍ଆଇ ପରୀକ୍ଷା ସ୍କାମ୍: ଆଉ କିଛି ଆଶାୟୀ ପରୀକ୍ଷାର୍ଥୀଙ୍କୁ ସିବିଆଇ ସମନ
ଭୁବନେଶ୍ୱର (ରାଜ୍ୟକାହାଣୀ )ପୋଲିସ ଏସଆଇ ପରୀକ୍ଷା ସ୍କାମ ମାମଲାରେ ତନାଘନା କରୁଛି ସିବିଆଇ। ଖୁବଶୀଘ୍ର ଖୋଲିବ ସିଲିକନ୍ ଟେକ୍ ସହ OPRBର କାରନାମା। ପୁଣି ଆଉ କିଛି ଆଶାୟୀ ପରୀକ୍ଷାର୍ଥୀଙ୍କୁ ସମନ କଲା ସିବିଆଇ ।। ଖୁବଶୀଘ୍ର ସିବିଆଇ ଅଫିସରେ ହାଜର ହୋଇ ପରୀକ୍ଷାର୍ଥୀମାନେ ପକ୍ଷ ରଖିବେ ।!-->…