DRDO ଦ୍ବାରା ବିକଶିତ EOS-N1 (‘ଅନ୍ୱେଷା’)ର ଉତ୍କ୍ଷେପଣ! ମହାକାଶକୁ ଗଲା ଓଡିଶା ନିର୍ମିତ ପ୍ରଥମ…
ସୀମାରେ ଆଉ ଲୁଚିପାରିବେନି ଆତଙ୍କବାଦୀ । ଚୀନ୍ ଓ ପାକିସ୍ତାନ ଉପରେ କଡା ନଜର ରଖିବାକୁ ଭରତ ଆଜି ଏକ ଐତିହାସିକ ପରୀକ୍ଷଣ କରିଛନ୍ତି । ଆନ୍ଧ୍ର ଶ୍ରୀହରିକୋଟାରୁ ଉତ୍କ୍ଷେପଣ ହେଲା 'ଅନ୍ୱେଷା' ଉପଗ୍ରହ । DRDO ଦ୍ବାରା ବିକଶିତ EOS-N1 ('ଅନ୍ୱେଷା')ର ଉତ୍କ୍ଷେପଣ ହୋଇଛି । PSLV-C 62!-->…