ରାଉରକେଲାରେ ବଡ଼ ଧରଣର ବିମାନ ଦୁର୍ଘଟଣା, ୬ ଆହତ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଶନିବାର ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ବିମାନ vtkss ଜଳଦା କଂସର ପଡ଼ିଆରେ ଅପରାହ୍ନ ୧.୪୦ ମିନିଟ୍ରେ ଜରୁରୀ ଅବତରଣ କରିଛି। ସେଥିରେ ମୃତାହତର କୌଣସି ସୂଚନା ମିଳିନାହିଁ। କିନ୍ତୁ ଦୁର୍ଘଟଣାର ୬ ଜଣ ଆହତ ହୋଇଥିବା କହିଲେ ପରିବହନ ମନ୍ତ୍ରୀ । ୯ ସିଟର!-->…