ଦକ୍ଷତାର ସମସ୍ତ ସ୍ତରରେ ଉତ୍କର୍ଷତା ହାସଲ କରିବା ହେଉଛି ଆମର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ଓଡିଶା ଦକ୍ଷତା ପ୍ରତିଯୋଗିତା ୨୦୨୫-୨୬ର ସମାପନୀ ସମାରୋହ ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦକ୍ଷ ଓ ଯୁବ କୁଶଳୀ ଛାତ୍ରଛାତ୍ରୀ ମାନଙ୍କୁ କହିଛନ୍ତି ଯେ, ଓଡିଶାରେ ଏବେ ବ୍ୟାପକ ଶିଳ୍ପାୟନ ପ୍ରକ୍ରିୟା!-->…