ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମହିଳା ଓ ଶିଶୁ ବିକାଶ ବିଭାଗ ସହ ଉତ୍କଳିକାର ବୁଝାମଣାପତ୍ର ସ୍ବାକ୍ଷରିତ
ଭୁବନେଶ୍ୱର (ରାଜ୍ୟକାହାଣୀ )କନ୍ୟା ବିବାହ ଯୋଜନାରେ ଉତ୍କଳିକାରୁ କିଣା ହେବ ବିବାହ ଉପହାର ଓ ସାମଗ୍ରୀ। ଉତ୍କଳିକା ଏବଂ ମହିଳା ଓ ଶିଶୁ ବିକାଶ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ।ଏହି ବୁଝାମଣାପତ୍ର ମାଧ୍ୟମରେ ଉତ୍କଳିକା ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଯୋଗ୍ୟ!-->…