ହିଜାବ, ବୁର୍ଖା ପିନ୍ଧିଥିଲେ ସୁନା ଦୋକାନରେ ଏଣ୍ଟ୍ରି ମନା: କିଣିପାରିବେନି ଗହଣା

ହିଜାବ, ବୁର୍ଖା ପିନ୍ଧି ଆସିଲେ କିଣି ପାରିବେନି ସୁନା । ଗହଣା ଦୋକାନରେ ମିଳିବନି ଏଣ୍ଟ୍ରି ।ବିହାରରେ ଲାଗୁ ହୋଇଛି ଏପରି ନିୟମ । ଅଲ୍‌ ଇଣ୍ଡିଆ ଜୁଏଲର୍ସ ଆଣ୍ଡ ଗୋଲ୍ଡ ଫେଡେରେସନ ଏପରି ନିଷ୍ପତ୍ତି ନେଇଛି । କେବଳ ମହିଳା ନୁହେଁ ପୁରୁଷଙ୍କ କ୍ଷେତ୍ରରେ ବି ଲାଗୁ ହୋଇଛି ନିୟମ । ଗାମୁଛା,…

ଆୟୁଷ ଡାକ୍ତର କେବଳ ଆୟୁର୍ବେଦିକ ଔଷଧ ଲେଖିପାରିବେ: ମୁଖ୍ୟମନ୍ତ୍ରୀ 

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆୟୁଷ ଡାକ୍ତର କେବଳ ଆୟୁର୍ବେଦିକ ଔଷଧ ଲେଖିପାରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାସ୍ଥ୍ୟ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ (ABDM)ର କାର୍ଯ୍ୟାନ୍ୱୟନ ପ୍ରକ୍ରିୟା…

ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ୱର (ରାଜ୍ୟକାହାଣୀ )ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇଛି । ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ପ୍ରଭାବ ନେଇ କୌଣସି ସୂଚନା ମିଳିନାହିଁ।ସୂଚନାଥାଉକି, ପୂର୍ବରୁ ଲଘୁଚାପ ନେଇ ପାଣିପାଗ ବିଶେଷଜ୍ଞ ଶରତ ସାହୁ…

ପ୍ରେମସମ୍ପର୍କକୁ ନେଇ ଗୁଳିକାଣ୍ଡ ; ପିସ୍ତଲ୍ ସହ ଅଭିଯୁକ୍ତ ପ୍ରେମିକ ଗିରଫ

ରାଜଧାନୀ ଭୁବନେଶ୍ବରରେ ତ୍ରିକୋଣୀୟ ପ୍ରେମରୁ ତୁମୁଳକାଣ୍ଡ । କାର୍ ଭିତରେ ବନ୍ଧୁକ ଦେଖାଇ ଜଣେ ଯୁବତୀଙ୍କୁ ଧମକ ଦେଉଛି ଦୁର୍ବୁତ୍ତ । ସାଙ୍ଗରେ ନରହିଲେ ଜୀବନରୁ ମାରିଦେବାକୁ ଧମକ ଦେଉଛନ୍ତି । ଅନ୍ୟ ଯୁବକ ସହ ବୁଲିଲେ ୨୪ ଘଣ୍ଟାରେ ମାରିଦେବ ବୋଲି କହୁଛି ଦୁର୍ବୁତ୍ତ । ଯାହାର ଭିଡିଓ ସୋସିଆଲ…

ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ

ଭୁବନେଶ୍ୱର (ରାଜ୍ୟକାହାଣୀ )ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ । ଏହାସହ ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର ଦ୍ଵିତୀୟ ପର୍ଯ୍ୟାୟ । ତେବେ ମିଳିଥିବା ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବ ପାତ୍ର ଗଣନା ହେବ। ଆଉ ଦ୍ଵିତୀୟ ପର୍ଯ୍ୟାୟରେ…

ଇଣ୍ଟରନେଟ୍‌ରେ ଚାଇଲ୍ଡ ପର୍ଣ୍ଣ ଦେଖୁଛନ୍ତି କି ? ଡାଉନଲୋଡ୍ କରୁଛନ୍ତି କି ? ତାହେଲେ ସାବଧାନ୍

ଭାରତ ସରକାର ଶିଶୁ ସମ୍ପର୍କିତ ଓ ଶିଶୁ ଜଡ଼ିତ ଥିବା ଅଶ୍ଳୀଳ ଭିଡିଓର ସମସ୍ତ ୱେବ୍‌ସାଇଟ୍‌କୁ ନିଷେଧ କରିଛନ୍ତି । ସୁପ୍ରିମ୍‌କୋର୍ଟ ଏ ବିଷୟରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଦେଶରେ ଶିଶୁ ସମ୍ପର୍କିତ ଅଶ୍ଳୀଳ ଫଟୋ ଓ ଭିଡିଓକୁ ଦେଖିବା, ଇଣ୍ଟରନେଟ୍‌ରୁ ଡାଉନ୍‌ଲୋଡ୍‌ କରିବା ଏପରିକି ନିଜ…

ଆଜିଠୁ ସ୍ୱାଭାବିକ ହେଲା ଧାନ କିଣା:ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜିଠୁ ସ୍ୱାଭାବିକ ହେଲା ଧାନ କିଣା। ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ ୧୯ଟି ଜିଲ୍ଲାରେ ଆଜି ସୁଦ୍ଧା ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇଛି। ୧୩ ଲକ୍ଷ ୯୩ ହଜାର ୮୬୭ ମେଟ୍ରିକ ଟନ୍ ଧାନ…

ବାଂଲାଦେଶ ଦାବିକୁ ପ୍ରତ୍ୟାଖ୍ୟାନ କଲା ICC , ଭାରତରେ T-୨୦ ବିଶ୍ୱକପ୍ ମ୍ୟାଚ୍ ନଖେଳିଲେ କଟିବ ପଏଣ୍ଟ

ବାଂଲାଦେଶର ଦାବିକୁ ପ୍ରତ୍ୟାଖ୍ୟାନ କଲା କ୍ରିକେଟର ପ୍ରଶାସକ ସଂସ୍ଥା ICC । ବାଂଲାଦେଶ ICC କୁ ଭାରତରୁ T20 ବିଶ୍ୱକପ୍ ମ୍ୟାଚ୍ ସ୍ଥାନାନ୍ତର କରିବାକୁ ଅନୁରୋଧ କରିଥିଲା । ଟି-୨୦ ବିଶ୍ୱକପ୍ ପାଇଁ ସ୍ଥାନ ପରିବର୍ତ୍ତନ କରିବା ପାଇଁ ବାଂଲାଦେଶର ଅନୁରୋଧକୁ ଆଇସିସି ପ୍ରତ୍ୟାଖ୍ୟାନ କରିଛି |…

ଅପରେସନ୍ ଚାଲିଥିଲା, ଲାଇନ୍ କଟିଗଲା; ଏମ୍‌କେସିଜିରେ ଅନ୍ଧାରରେ ରୋଗୀସେବା

ଭୁବନେଶ୍ୱର (ରାଜ୍ୟକାହାଣୀ )ବ୍ରହ୍ମପୁର ବଡ଼ଡାକ୍ତରଖାନାରେ ଅସ୍ତ୍ରୋପଚାର ସମୟରେ ବିଦ୍ୟୁତ ଚାଲିଯିବା କାରଣରୁ ଅନ୍ଧାରରେ ରୋଗୀ ସେବା କରାଯାଇଥିବା ଦେଖିବାକୁ ମିଳିଛି। ଦକ୍ଷିଣ ଓଡ଼ିଶାର ଏକମାତ୍ର ରେଫରାଲ ହସପିଟାଲ୍‌ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପ୍ରତିଦିନ କିଛି ନା କିଛି ସମସ୍ୟା ଲାଗି…

କୁମ୍ଭୀର ଗଣନା ପାଇଁ ୩ ଦିନ ଭିତରକନିକା ବନ୍ଦ

ଭୁବନେଶ୍ୱର (ରାଜ୍ୟକାହାଣୀ )ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ପାଇଁ ଭିତରକନିକା ବନ୍ଦ ନିଷ୍ପତ୍ତି ନିଆଯାଇଛି। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ ଭିତରକନିକା ସଂଲଗ୍ନ ନଦୀ ନାଳରେ ଗଣନା ହେବ। ସେହିପରି…