ଆହୁରି ୩ ଦିନ ଯାଏଁ କଲବଲ କରିବ ଶୀତ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଜାଡ଼ରେ ଥରୁଛି ସାରା ଓଡ଼ିଶା । ସବୁଠି ପାରଦ ତଳମୁହାଁ । ଝାରସୁଗୁଡ଼ାରେ ୭୨ ବର୍ଷର ରେକର୍ଡ ଭାଙ୍ଗିଛି ଶୀତ ।ଝାରସୁଗୁଡ଼ାରେ ୫.୧ ଡିଗ୍ରୀ ଓ ବାଲେଶ୍ୱରରେ ୫.୬ ଡିଗ୍ରୀ ରହିଛି ତାପମାତ୍ରା। ସେହିପରି କେନ୍ଦୁଝର ୬.୪, ଚାନ୍ଦବାଲି ୫.୬ ଓ ପାରାଦୀପରେ ୬.୨ ଡିଗ୍ରୀ…

ଡାକ୍ତରଙ୍କ ଆନ୍ଦୋଳନ ଜାରି, ୨ ଘଣ୍ଟା ପାଇଁ ବନ୍ଦ ରହିବ ଓପିଡି

ରାଜ୍ୟ କାହାଣୀ (ଭୁବନେଶ୍ଵର)ଡାକ୍ତର ସଂଘ(ଓମ୍‌ସା) ପକ୍ଷରୁ ଜାରି ରହିଥିବା ଆନ୍ଦୋଳନକୁ ପ୍ରଶମିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର କଠୋର କାର୍ଯ୍ୟାନୁଷ୍ଠାନସ୍ବରୂପ ଜରୁରୀ ସେବା ପରିଚାଳନା ଆଇନ(ଏସ୍‌ମା) ଲାଗୁ କରାଯାଇଛି।ଡାକ୍ତରଙ୍କ ଆନ୍ଦୋଳନ ଜାରି ରହିବ । ପୂର୍ବ ଭଳି ଦୁଇ…

୪ ଛାତ୍ର ପୋଡ଼ିଯିବା ଘଟଣା: ଶିକ୍ଷକଙ୍କ ଦରମା ବନ୍ଦ

ଭୁବନେଶ୍ୱର (ରାଜ୍ୟକାହାଣୀ )ନିଆଁରେ ପୋଡ଼ିହୋଇ ୪ ଛାତ୍ର ଗୁରୁତର ହେବା ଘଟଣା । ରାୟଗଡ଼ା ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ । ଏହା ପରେ ସେ ଶିକ୍ଷକଙ୍କ ଦରମା ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି । ଏସ୍‌ଡିପିଓଙ୍କ…

୧୦ ଜାନୁଆରୀରୁ ଆରମ୍ଭ ହେବ ମେଗା ଶିଶିର ସରସ ମେଳା -୨୦୨୬

ଭୁବନେଶ୍ଵର,( ରାଜ୍ୟ କାହାଣୀ)ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓରମାସ ଦ୍ଵାରା ଆସନ୍ତା ଜାନୁଆରୀ ୧୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି ‘ଶିଶିର ସରସ-୨୦୨୬’। ଭୁବନେଶ୍ବରସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବାକୁ ଥିବା ଏହି ମେଳା ୧୮ ତାରିଖ ପର୍ଯ୍ୟନ୍ତ…

PUCC ଦ୍ବନ୍ଦ୍ବ ପରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ଭୁବନେଶ୍ୱର (ରାଜ୍ୟକାହାଣୀ )ଗାଡ଼ିର ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ତେଲ ମନା । ଏ ସଂକ୍ରାନ୍ତରେ ରାଜ୍ୟ ପରିବହନ କମିଶନରଙ୍କ ସ୍ପଷ୍ଟୀକରଣ ଲୋଡିଲେ ହାଇକୋର୍ଟ । ସେହିପରି ପୁରୁଣା ଜରିମାନା ଭରଣା ନକଲେ ପଲ୍ୟୁସନ ସାର୍ଟିଫିକେଟ୍ ମିଳିବ ନାହିଁ ବୋଲି ଯେଉଁ ନିର୍ଦ୍ଦେଶନାମା ଜାରି ହୋଇଛି ତା…

ଭାରତରେ ଉଚ୍ଚଶିକ୍ଷାର ଅନ୍ତର୍ଜାତୀୟକରଣ ଉପରେ ନିତି ଆୟୋଗ ରିପୋର୍ଟ,ବିଦେଶୀ ଶିକ୍ଷାର୍ଥୀଙ୍କୁ ଆପଣାଇବାରେ କିଟ୍‍ ଦେଶର…

ଭୁବନେଶ୍ୱର ( ରାଜ୍ୟ କାହାଣୀ)ଉଚ୍ଚଶିକ୍ଷା ପାଇଁ ଓଡ଼ିଶା ବିଦେଶୀ ଛାତ୍ରଛାତ୍ରୀଙ୍କର ଏକ ପସନ୍ଦଯୋଗ୍ୟ ହବ୍‍ ରେ ପରିଣତ ହୋଇଛି। ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକରେ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ବୃଦ୍ଧି ପାଉଛି ବୋଲି ନିକଟରେ ନିତି ଆୟୋଗର…

PM Kisan Yojana: ଏହି ଦିନ ଚାଷୀଙ୍କ ଆକାଉଣ୍ଟଙ୍କୁ ଆସିବ କିସ୍ତି ଟଙ୍କା!

ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାର ୨୨ତମ କିସ୍ତି ଟଙ୍କା ଫେବୃଆରୀ ୨୮ ସୁଦ୍ଧା ଜାରି ହେବାର ଆଶା କରାଯାଉଛି। ଏହି କିସ୍ତିରୁ ପ୍ରାୟ ଦଶ କୋଟି ଚାଷୀ ଉପକୃତ ହେବାର ସମ୍ଭାବନା ରହିଛି। ଚାଷୀମାନେ ପୂର୍ବରୁ ୨୧ଟି କିସ୍ତି ପାଇସାରିଛନ୍ତି କିନ୍ତୁ ସମସ୍ତେ ଏବେ ପରବର୍ତ୍ତୀ ଟଙ୍କା…

ଉତ୍ତର ପ୍ରଦେଶରେ ସ୍ଵତନ୍ତ୍ର SIR ପରେ କଟିଲେ ୩ କୋଟି ଭୋଟର

ଉତ୍ତରପ୍ରଦେଶର ଭୋଟର ତାଲିକା ପାଇଁ ଏସଆଇଆର ପ୍ରକ୍ରିୟା ରେ ରାଜ୍ୟର ଡ୍ରାଫ୍ଟ ଭୋଟର ତାଲିକା ଆଜି ପ୍ରକାଶ ପାଇଛି । ରାଜ୍ୟର ମୁଖ୍ୟ ନିର୍ବାଚନ କମିଶନ ଡ୍ରାଫ୍ଟ ତାଲିକା ପ୍ରକାଶ କରିଛନ୍ତି। ଏହି ପ୍ରକ୍ରିୟାରେ ଉତ୍ତରପ୍ରଦେଶର ୨୮.୯ ନିୟୁତ ଭୋଟରଙ୍କ ନାମ ବାଦ ଦିଆଯାଇଛି । କମିସନଙ୍କ…

ପକ୍ଷୀଙ୍କ ଗୋଡ଼ରେ ଲାଗିବ ସାଟେଲାଇଟ ଟ୍ରାନ୍ସମିଟର- ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଚଳିତବର୍ଷ ପକ୍ଷୀଙ୍କ ଗୋଡରେ ଲାଗିବ ସାଟେଲାଇଟ ଟ୍ରାନ୍ସମିଟର । ୨୦ ପ୍ରଜାତିର ପକ୍ଷୀଙ୍କ ଗୋଡରେ ଟ୍ରାନ୍ସମିଟର ଲଗାଇବ ବନ ବିଭାଗ । ଏନେଇ ସୂଚନା ଦେଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ | ଏପରିକି ଚଳିତ ବର୍ଷ ଶୀତ ପରେ ଗ୍ରେଟର ଫ୍ଲେମିଙ୍ଗୋ…

ପୁଣି ଶ୍ରୀମନ୍ଦିର ଭିତରେ ମିଳିଲା ବାହାର ଘିଅ, ୨ ସୁଆରଙ୍କୁ ନୋଟିସ ଜାରି

ଅନେକ ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିରରେ ଘିଅ ବ୍ୟବହାର ନେଇ ବିବାଦ ଉପୁଜିଛି । ଶ୍ରୀମନ୍ଦିର ପରିସରରେ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ମିଳିଥିବାବେଳେ ଏହାକୁ ଜବତ କରିଛି ଶ୍ରୀମନ୍ଦିର ପ୍ରଶାସନ । ଏ ସମ୍ପର୍କରେ ସୁଆର ମହାସୁଆର ନିଯୋଗକୁ ସୂଚିତ କରିଛି ଶ୍ରୀମନ୍ଦିର…