ଲାଞ୍ଚ ନେଉଥିଲେ ଫରେଷ୍ଟର, ମାଡ଼ି ବସିଲା ଭିଜିଲାନ୍ସ
ଭୁବନେଶ୍ୱର (ରାଜ୍ୟକାହାଣୀ )ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡିଗଲେ ଫରେଷ୍ଟର ବାବୁ। ଲାଞ୍ଚୁଆ ଫରେଷ୍ଟରଙ୍କୁ ଧରିଲା ଭିଜିଲାନ୍ସ ଟିମ୍। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଫରେଷ୍ଟର ଅଶୋକ କୁମାର ନାୟକଙ୍କୁ ମାଡ଼ିବସିଲା ଭିଜିଲାନ୍ସ।ମଙ୍ଗଳବାର ସମ୍ବଲପୁର, ବରଗଡ଼, ସୋନପୁର ଓ!-->…