ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚାରିଆଡୁ ଶୁଭେଚ୍ଛାର ବାର୍ତ୍ତା ଛୁଟୁଛି ।
ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆରେ ଲେଖିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଜନ୍ମଦିନର!-->!-->!-->…