ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ ।୫ ହଜାର ଦିଅ ବକେୟା ଦରମା କରାଇଦେବି 

ରାଜ୍ୟ କାହାଣୀ (ଭୁବନେଶ୍ଵର)ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ ଦାସ ।ସ୍କୁଲର ନାଇଟ ୱାଚ ମ୍ୟାନକୁ ମଧ୍ୟ ଛାଡିଲେନି । କହିଲେ ୫ ହଜାର ଦିଅ ବକେୟା ଦରମା କରାଇଦେବି । ଆଉ ତାପରେ

ହାଇକୋର୍ଟକୁ ସାଇକେଲରେ ଆସିଲେ ୩ ବିଚାରପତି

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଇନ୍ଧନ ସଞ୍ଚୟ କରିବା ଅପିଲ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ଓଡ଼ିଶା ଉପରେ ପଡ଼ିଛି । ଓଡ଼ିଶା ହାଇକୋର୍ଟର ୩ ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି ଜୁଡ଼ିସିଆଲ

ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ +୨ ପରୀକ୍ଷା ଫଳାଫଳ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଯୁକ୍ତ +୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷା ଫଳାଫଳ ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ । ଫଳାଫଳ ଘୋଷଣା ହେବା ପରେ, ଛାତ୍ରଛାତ୍ରୀମାନେ ନିଜର ମାର୍କସିଟ୍ ଅନ୍‌ଲାଇନରେ

ନ୍ୟାୟ ନ ପାଇ ଆତ୍ମହତ୍ୟା କଲେ ଗଣବଳାତ୍କାର ପୀତିତା ୨ ଭଉଣୀ

ରାଜସ୍ଥାନର ଯୋଧପୁର ସହରରେ ଏକ ଯୌନ କେଳେଙ୍କାରୀ ଘଟଣା ସାମନାକୁ ଆସିବା ପରେ ସ୍ଥାନୀୟ ପୁଲିସ ତତ୍ପରତା ପ୍ରକାଶ କରିଛି। ଦୁଇ ଭଉଣୀଙ୍କୁ ଗଣ ବଳାତ୍କାର ଓ ବ୍ଲାକ୍‌ମେଲ କରାଯାଇଥିବାବେଳେ ସେମାନେ ଆତ୍ମହତ୍ୟା କରିଥିବା ଜଣାପଡିଛି। ପୁଲିସ ଏହି ଘଟଣାରେ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।ଏହି

ଗତକାଲି ଏକ୍ସପ୍ରେସ୍ ଆଜି ଜଳିଲା ପାସେଞ୍ଜର ଟ୍ରେନ୍, ଜୀବନ ବିକଳରେ ଟ୍ରେନ୍‌ରୁ ଡେଇଁଲେ ଯାତ୍ରୀ

ଗତକାଲି ଏକ୍ସପ୍ରେସ୍ ଆଜି ଜଳିଲା ପାସେଞ୍ଜର ଟ୍ରେନ୍ । ସକାଳୁ ସକାଳୁ ବଡ଼ ଅଘଟଣ ଘଟିଛି । ବିହାରର ରୋହତାସ ଜିଲ୍ଲା ସାସାରାମ ରେଳ ଷ୍ଟେସନରେ ଆତଙ୍କ ଖେଳିଯାଇଛି । ଭାବୁଆ-ସାସାରାମ ଇଣ୍ଟରସିଟି ଏକ୍ସପ୍ରେସରେ ହଠାତ୍ ନିଆଁ ଲାଗିଛି । ଫଳରେ ଷ୍ଟେସନ୍ ପରିସରରେ ଆତଙ୍କ ଖେଳିଯାଇଛି । ଜୀବନ

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଆଜି ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ ରାଜ୍ୟର ୟୁଡିଏଫ ସରକାରଙ୍କ ଦାୟିତ୍ୱ ଗ୍ରହଣ କରିବେ। ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ

ପୁନଃ ମୂଲ୍ୟାୟନ ଫି କମାଇଲା ସିବିଏସଇ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ପରୀକ୍ଷା ଫଳର ପୁନଃ ମୂଲ୍ୟାୟନ ସହ ପରୀକ୍ଷା ଖାତା ନକଲ ଓ ମାର୍କ ଯାଞ୍ଚ ପାଇଁ ଫି ହ୍ରାସ କରିଛି ସିବିଏସ୍ଇ । ରବିବାର ଶିକ୍ଷା ମନ୍ତ୍ରଣାଳୟ ସଚିବ ସଞ୍ଜୟ କୁମାର ଏକ ସାମ୍ବାଦିକ

ଏୟାର ସୋ’ ସମୟରେ ଦୁଇଟି ଆମେରିକୀୟ ଲଢ଼ୁଆ ବିମାନ ମଝି ଆକାଶରେ ଧକ୍କା

ଆମେରିକାରେ ଏକ ଏୟାର ସୋ’ ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଦୁଇଟି ଆମେରିକୀୟ ଲଢ଼ୁଆ ବିମାନ ମଝି ଆକାଶରେ ଧକ୍କା ଖାଇ ନିଆଁରେ ଜଳିଛି ।ପାରାଚୁଟ୍ ସାହାଯ୍ୟରେ ବିମାନରୁ ବାହାରକୁ ବାହାରି ଆସିଛନ୍ତି ୪ କ୍ରିଉ ମେମ୍ବର। କ୍ରିଉ ମେମ୍ବର ସୁରକ୍ଷିତ ଅଛନ୍ତି । ନୌସେନା ପକ୍ଷରୁ ତଦନ୍ତ ଜାରି

ସାରା ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜାରି। ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟ କାହାଣୀ (ଭୁବନେଶ୍ଵର)ସାରା ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜାରି ରହିଛି  । କାଳବୈଶାଖୀ ପ୍ରଭାବ ରହୁଥିଲେ ମଧ୍ୟ ଅଧିକାଂଶ ସ୍ଥାନରେ ପାରଦ ଉପରମୁହାଁ ହୋଇଛି ।  ଆଗାମୀ ୩ ଦିନରେ ବଢିବ ଦିନ ତାପମାତ୍ରା । ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବଢିପାରେ ପାରଦ। ୧୯ ଓ ୨୦

ସିବିଏସଇର ବଡ଼ ନିଷ୍ପତ୍ତି, ୯ମ ଏବଂ ୧୦ମରେ ୩ଟି ଭାଷା ବାଧ୍ୟତାମୂଳକ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଜୁଲାଇ ୧ରୁ ୯ମ ଏବଂ ୧୦ମ ଶ୍ରେଣୀ ଛାତ୍ରଙ୍କ ପାଇଁ ୩ଟି ଭାଷା ଜାଣିଥିବା ବାଧ୍ୟତାମୂଳକ କରାଯାଇଛି । ଏହି ନୂଆ ନିୟମ ଜୁଲାଇ ୧, ୨୦୨୬ ଶିକ୍ଷାବର୍ଷ ୨୦୨୬-୨୭ରୁ ଆରମ୍ଭ ହେବ । ବୋର୍ଡ ଦ୍ବାରା ଜାରି ହୋଇଥିବା ସର୍କୁଲାର ଅନୁସାରେ, ରାଷ୍ଟ୍ରୀୟ