ମାର୍ଚ୍ଚ ୨୦୨୬ ସୁଦ୍ଧା ବନ୍ଦ ହୋଇଯିବ କି ୫୦୦ ଟଙ୍କିଆ ନୋଟ୍?
ସୋସିଆଲ୍ ମିଡିଆରେ ଗୋଟେ ଖବର ଭାଇରାଲ ହେଉଛି। ୨୦୨୬ ମାର୍ଚ୍ଚ ପରେ ମାର୍କେଟ୍ରୁ ୫୦୦ ଟଙ୍କିଆ ନୋଟ୍ ହଟାଇ ନେବ ଆର୍ବିଆଇ। ଅର୍ଥାତ୍ ଏହି ନୋଟ୍ ଆଉ ପ୍ରଚଳନ ହେବ ନାହିଁ। ସରକାରି ସଂସ୍ଥା PIB ତରଫରୁ ସୋସିଆଲ ମିଡିଆ ଏକ୍ସରେ ଏହି ମସେଜ୍ କୁ ଖଣ୍ଡନ କରାଯାଇଛି । PIB ତରଫରୁ କୁହାଯାଇଛି!-->…