ଅବତରଣ ବେଳେ ରନୱେରୁ ଖସିଗଲା ବିମାନ । ଅଳ୍ପକେ ବର୍ତ୍ତିଲେ ୫୧ ଯାତ୍ରୀ ଓ ୪ କ୍ରିଉ ସଦସ୍ୟ
ନେପାଳରେ ଅବତରଣ ବେଳେ ରନୱେରୁ ଖସିଗଲା ବିମାନ । ଅଳ୍ପକେ ବର୍ତ୍ତିଲେ ୫୧ ଯାତ୍ରୀ ଓ ୪ କ୍ରିଉ ସଦସ୍ୟ । ନେପାଳ ଭଦ୍ରପୁରରେ ଏକ ଟର୍ବୋପ୍ରପ ଯାତ୍ରୀବାହୀ ଏୟାରକ୍ରାଫ୍ଟ ଅବତରଣ ବେଳେ ରନୱେରୁ ଖସି ଯାଇଥିଲା । ବିମାନରେ ୫୧ଜଣ ଯାତ୍ରୀ ଓ ୪ଜଣ କ୍ରିଉ ମେମ୍ବର ଥିଲେ । !-->…