ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର
ଭୁବନେଶ୍ୱର (ରାଜ୍ୟକାହାଣୀ )ଜାନୁଆରି ୧୦ ତାରିଖରୁ ମିଳିବ ଗ୍ରୀନ୍ ଷ୍ଟିକର । ଏନେଇ ଘୋଷଣା କରିଛି ଓଡ଼ିଶା ରାଜ୍ୟ ପରିବହନ ବିଭାଗ । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ ।ଆରଟିଓମାନଙ୍କରେ ଗ୍ରୀନ ଷ୍ଟିକର ପ୍ରଦାନ କରାଯିବ । ତେବେ ଯେଉଁମାନଙ୍କର ପଲ୍ୟୁସନ ସାର୍ଟିଫିକେଟ ରହିଛି!-->…