ନୂଆବର୍ଷ ପାଇଁ ପୁରୀରେ  ରାତି ୨ଟାରୁ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ନୂଆ ଉତ୍ସାହ ଓ ଉଦ୍ଦୀପନା ସହ ଆସିଛି ନୂଆ ବର୍ଷ -୨୦୨୬ । ନୂଆ ସମ୍ଭାବନା ସହ ଆସିଛି ନୂଆବର୍ଷ । ପରସ୍ପରକୁ ଅଭିନନ୍ଦନ ଜଣାଇ ସ୍ବାଗତ କରିଛନ୍ତି । ନୂଆବର୍ଷ ପାଇଁ ପୁରୀରେ ପ୍ରବଳ ଭିଡ଼ ।ରାତି ୧ଟା ୩୩ରେ ଦ୍ବାର ଫିଟାଯାଇଛି । ଗତକାଲି ରାତି ୧୦.୨୫ ରେ ପହୁଡ଼…

ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଆଉ ୨ ମାସ ବଢ଼ିଲା ଇ-କେୱାଇସି ଅବଧି

ଭୁବନେଶ୍ୱର (ରାଜ୍ୟକାହାଣୀ )ରାସନ କାର୍ଡ ପାଇଁ ଅବଧି ବଢାଇଲେ ରାଜ୍ୟ ସରକାର । ଆହୁରି ୨ ମାସ ବଢିଇଛନ୍ତି ରାସନ୍ କାର୍ଡ ଇ-କେୱାଇସି ଅବଧି । ଆଜି ଶେଷ ହେଉଥିଲା ଇ -କେୱାଇସି ଅବଧି । ପେବୃଆରି ମାସ ଯାଏଁ ଇ – କେୱାଇସି ଅବଧି ବୃଦ୍ଧି କରାଯାଇଛି । ୯୬ ପ୍ରତିଶତ ହିତାଧିକାରୀ ଇ – କେୱାଇସି…

ଟି– ସେତୁରେ ୪ ଦିନ ପାଇଁ ଗାଡ଼ି ଚଳାଚଳ ବାରଣ

T-ସେତୁରେ ୪ ଦିନ ଗାଡ଼ି ଚଳାଚଳ ବନ୍ଦ ରହିବ । ଆଠଗଡ଼ ବଡ଼ମ୍ବା ପ୍ରସିଦ୍ଧ ଶୈବପୀଠ ବାବା ସିଂହନାଥ ପୀଠରେ ମକର ମେଳା ପାଇଁ ଗାଡ଼ି ଚଳାଚଳ ବନ୍ଦ ରହିବ ।ଜାନୁଆରୀ ୧୪ ତାରିଖରୁ ୧୭ ତାରିଖ ଯାଏଁ ଗାଡ଼ି ଚଳାଚଳ ମନା କରାଯାଇଛି। ସକାଳ ୭ରୁ ରାତ୍ରି ୯ଟା ପର୍ଯ୍ୟନ୍ତ ଗାଡ଼ି ଚଳାଚଳ ବାରଣ…

ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ

ଭୁବନେଶ୍ୱର (ରାଜ୍ୟକାହାଣୀ )ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଇଛନ୍ତି । ୪୭ ତମ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ଵ ନେଇଛନ୍ତି ଅନୁ ଗର୍ଗ । ଲୋକସେବା ଭବନରେ ସେ ବିଧିବଦ୍ଧ ଭାବେ ଦାୟିତ୍ଵ ଗ୍ରହଣ…

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି ପ୍ରସଙ୍ଗ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ବିକ୍ରି ବନ୍ଦ ରହିଲା

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି ପ୍ରସଙ୍ଗ । ବର୍ତ୍ତମାନ ସମୟରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ବିକ୍ରି ବନ୍ଦ ରହିଲା । ଶ୍ରୀମନ୍ଦିର ପ୍ରଶାସନ ସୂଚନା କେନ୍ଦ୍ରରେ ବିକ୍ରି ହେଉନି କ୍ୟାଲେଣ୍ଡର । ଦୁଇଟି ଯାକ କାଉଣ୍ଟରରେ ଆଉ ବିକ୍ରି ହେଉନାହିଁ କ୍ୟାଲେଣ୍ଡର । କ୍ୟାଲେଣ୍ଡରରେ…

ଆଉ ନାହାନ୍ତି ସାନ୍ତାଳୀ ଲେଖିକା ମାଳତୀ ମୁର୍ମୁ

ଅଲଚିକି ଲିପି, ସାନ୍ତାଳୀ ଭାଷା ସାହିତ୍ୟର ବରିଷ୍ଠ ପ୍ରଚାରକ, ମିସନ ଅଲଚିକିର ଦୃଢ଼ ସଂଗଠକ ମାସିକ ସାନ୍ତାଳୀ ସମ୍ବାଦ ପତ୍ରିକା ଫାଗୁନର ପରିଚାଳିକା ଏବଂ ସମ୍ପାଦିକା ତଥା ଅଖିଳ ଭାରତୀୟ ସାନ୍ତାଳୀ ଲେଖକ ସଂଘ, ଆଦିବାସୀ ସାମାଜିକ ଶିକ୍ଷା ଓ ସାଂସ୍କୃତିକ ସଂଗଠନ (ଆସେକା)ର ଆଜୀବନ ସଦସ୍ୟା,…

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ିଲା

ଭୁବନେଶ୍ୱର (ରାଜ୍ୟକାହାଣୀ )ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।ଲୋକଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି । ଏହା ପରେ ଅର୍ଥାତ୍ ୧…

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର

ହରିୟାଣାର ଫରିଦାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଲିଫ୍ଟ ଦେବା ବାହାନାରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିଲା। ଅଭିଯୁକ୍ତମାନେ ତାଙ୍କୁ ଫରିଦାବାଦ-ଗୁରୁଗ୍ରାମ ରାସ୍ତାରେ ଦୁଇ ଘଣ୍ଟା ପର୍ଯ୍ୟନ୍ତ କାରରେ ବୁଲାଇଥିଲେ ।ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ…

ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଲିଉଡର ଲୋକପ୍ରିୟ ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କୁ ନେଇ ଆସିଲା ବଡ଼ ଖବର। ସେ ଏବେ ବିପଦମୁକ୍ତ ଅଛନ୍ତି। ଆଗାମୀ ଦୁଇଦିନ ଭିତରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ। ଏନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଅସୁସ୍ଥତା କାରଣରୁ ଗତ ସେପ୍ଟେମ୍ବର ମାସରୁ…

‘ଏହା ତାଳପତ୍ର ଚିତ୍ର ଯାହା ବହୁ ପୁରୁଣା’ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଅରବିନ୍ଦ ପାଢୀ

ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ । ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ଅସନ୍ତୋଷ ଦେଖାଦେଇଛି । ଟେବୁଲ କ୍ୟାଲେଣ୍ଡର, ଫଟୋ କ୍ୟାଲେଣ୍ଡରରେ ରହିଛି ସମାନ ଚିତ୍ର । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ଛପା ଯାଇଛି ।ଶ୍ରୀମନ୍ଦିର…