ବଣଭୋଜି କରୁଥିଲେ ସାବଧାନ । ପ୍ରଦୂଷଣ କଲେ ହେବ ଆକ୍ସନ
ବଣଭୋଜି କରୁଥିଲେ ସାବଧାନ । ପ୍ରଦୂଷଣ କଲେ ହେବ ଆକ୍ସନ । ବଣଭୋଜି ଉପରେ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ନଜର ରଖୁଥିବା ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ।ଭୁବନେଶ୍ବରରେ ପ୍ରଦୂଷଣର ମାତ୍ରା ଅଧିକ ରହୁଥିବା ବେଳେ ସମସ୍ତେ ଏନେଇ ସତର୍କ ରହିବା ଆବଶ୍ୟକ ।!-->…