ଆସନ୍ତାକାଲି ଓଡିଶା ଆସିବେ ନିତିନ ନବୀନ
ଭୁବନେଶ୍ୱର (ରାଜ୍ୟକାହାଣୀ )କାଲି ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ସଭାପତି ନିତିନ ନବୀନ । କାଲି ରାତି ୧୦ଟା ୩୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଦଳର ସର୍ବୋଚ୍ଚ ପଦବୀ ଗ୍ରହଣ କରିବା ପରେ ଏହା ହେଉଛି ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ଏହି ଗସ୍ତକୁ ନେଇ ରାଜ୍ୟ ବିଜେପି ଶିବିରରେ!-->…