ବୁଧବାର ବଡ଼ଦେଉଳରେ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଭୁବନେଶ୍ୱର (ରାଜ୍ୟ କାହାଣୀ )ଆସନ୍ତକାଲି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥି। ଏହି ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ଯେଉଁଥି ପାଇଁ ପାଞ୍ଚ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଅପରାହ୍ନ ୨ ଟାରୁ ସନ୍ଧ୍ୟା ୭ ଟା ଯାଏଁ ବନ୍ଦ ରହିବ ଦର୍ଶନ।!-->…