ଛାତି ବିନ୍ଧା ହେଉଥିଲା, ଦେଇ ଦେଲେ କୁକୁର କାମୁଡ଼ା ଇଂଜେକ୍ସନ

କୁକୁର କାମୁଡା ରୋଗୀ ବଦଳରେ ଅନ୍ୟଜଣେ ଯୁବକଙ୍କୁ କୁକୁର କାମୁଡା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ । କେନ୍ଦ୍ରାପଡା ଜିଲା କୁଦାନଗରୀ ଥାନା ଅନ୍ତର୍ଗତ କରିଲୋପାଟଣା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଅନନ୍ତ ଜେନା ନାମକ ଜଣେ ଯୁବକ ଛାତିରେ

ରାଜଧାନୀରେ ପୁଣି ଲଜ୍ଜା । ବୟଫ୍ରେଣ୍ଡ ରୁମ୍‌ରେ ଗର୍ଲଫ୍ରେଣ୍ଡକୁ ଗଣ ଦୁଷ୍କର୍ମ

ଭୁବନେଶ୍ୱର (ରାଜ୍ୟକାହାଣୀ )ବାଲିଅନ୍ତା ଘଟଣା ମନରୁ ନଲିଭୁଣୁ ରାଜଧାନୀରୁ ଆସିଛି ପୁଣି ଏକ ଲଜ୍ଜାଜନକ ଘଟଣା।ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଦୁଷ୍କର୍ମ ଅଭିଯୋଗ। ଚାରି ଜଣ କଲେଜ ଛାତ୍ର ମିଶି ଦୁଷ୍କର୍ମ କରିଥିବାର ହୋଇଛି ଅଭିଯୋଗ । ଭୁବନେଶ୍ବରର ଇନଫୋଭ୍ୟାଲି ଥାନା ଅଞ୍ଚଳରେ ଏହି ଘଟଣା

ପ୍ରକାଶ ପାଇଲା ସିବିଏସଇର ଦ୍ୱାଦଶ ପରୀକ୍ଷା ଫଳ

ପ୍ରକାଶ ପାଇଲା CBSE ଦ୍ଵାଦଶ ରେଜଲ୍ଟ । ୱେବ୍‌ସାଇଟ୍‌ରେ ଉପଲବ୍ଧ ରେଜଲ୍ଟ ।'ସିବିଏସଇ' ବୋର୍ଡର ୱେବସାଇଟ results.cbse.nic.in ଜରିଆରେ କିମ୍ବା ଡିଜି ଲକରରେ ନିଜ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ। ଚଳିତ ବର୍ଷ ସିବିଏସଇର ଦ୍ୱାଦଶ ବୋର୍ଡରେ ସାରା ଦେଶରୁ ୨୦ ଲକ୍ଷ ପରୀକ୍ଷାର୍ଥୀ

ଆଶାୟୀଙ୍କ ପାଇଁ ଖୁସି ଖବର । ଜୁନ୍ ମାସରେ ହେବ ଓଟିଇଟି ପରୀକ୍ଷା

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଶାୟୀଙ୍କ ପାଇଁ ଖୁସି ଖବର । ଜୁନ୍ ମାସରେ ହେବ ଓଟିଇଟି ପରୀକ୍ଷା ପ୍ରଥମେ ପେପର-୧ ସକାଳ ୯ଟାରୁ ୧୧.୩୦ ଏବଂ ପେପର-୨ ପରୀକ୍ଷା ଅପରାହ୍ଣ ୨ଟାରୁ ୪.୩୦ ପର୍ଯ୍ୟନ୍ତ ହେବ। ଜୁନ୍‌ ୯ରୁ ବୋର୍ଡ ୱେବ୍‌ସାଇଟ୍‌ www.bseodisha.nic.in. ରେ ଆଡମିଟ୍‌ କାର୍ଡ ଉପଲବ୍ଧ

ଏବେ ସରକାରୀ ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ ପରେ ଅଧିକ ଇଭି ବ୍ୟବହାର ପାଇଁ ଅପିଲ୍ କରିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଇଭି ପାଇଁ ସବସିଡ୍ ୨୦୨୮ ଯାଏଁ ବୃଦ୍ଧି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଥା ମାନି ତେଲ କମ୍

ଆସ୍ଥା ଭୋଟରେ ଜିତିଲେ ମୁଖ୍ୟମନ୍ତ୍ରୀ ବିଜୟ

ତାମିଲନାଡ଼ୁରେ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନେତୃତ୍ବାଧୀନ ଟିଭିକେ ବୁଧବାର ବିଧାନସଭାରେ ବହୁମତ ପ୍ରମାଣିତ କରିଛି। ଗୃହରେ ଡିଏମ୍‌କେ ସପକ୍ଷରେ ୧୪୪ ଭୋଟ ପଡ଼ିଥିବାବେଳେ, ୨୨ଟି ଭୋଟ ବିରୋଧରେ ପଡ଼ିଥିଲା। କଂଗ୍ରେସ, ସିପିଆଇ(ଏମ୍), ଭିସିକେ ଏବଂ ଇଣ୍ଡିଆନ୍ ୟୁନିଅନ୍ ମୁସଲିମ୍ ଲିଗ୍ (ଆଇୟୁଏମଏଲ)

ଇନ୍ଧନ ସଙ୍କଟର ମୁକାବିଲା ନିଜଠାରୁ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ: କନ୍‌ଭୟକୁ ଅଧାକୁ ହ୍ରାସ କଲେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଦକ୍ଷେପ ଅନୁଯାୟୀ, ତାଙ୍କ ସରକାରୀ କାରଗେଡ ଗାଡ଼ି ସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ପଶ୍ଚିମ ଏସିଆର ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି ଦେଶର ନାଗରିକଙ୍କୁ ନିବେଦନ କରିଥିଲେ। ନିଜେ ନେତୃତ୍ୱ ନେଇ ପ୍ରଧାନମନ୍ତ୍ରୀ ବ୍ୟକ୍ତିଗତ ଭାବରେ ଏହି

କଣ୍ଟାବାଞ୍ଜି ପୁର୍ବ ବିଧାୟକ ଆୟୁବ ଖାନଙ୍କ ଵିୟୋଗ। ଦୁଃଖ ପ୍ରକାଶ କଲେ ନବିନ 

ରାଜ୍ୟ କାହାଣୀ ( ଭୁବନେଶ୍ଵର)କଣ୍ଟାବାଞ୍ଜି ପୁର୍ବତନ ବିଧାୟକ ଆୟୁବ ଖାନଙ୍କ ଵିୟୋଗ । କଣ୍ଟାବାଞ୍ଜି ସ୍ଥିତ ନିଜ ବାସ ଭବନ ଠାରେ ତାଙ୍କର ମୃତ୍ୟ ହୋଇଛି । ମୃତ୍ୟୁ ସମୟରେ ତାଙ୍କୁ ୭୮ବୟସ ହୋଇଥିଲା । ଅନେକ ଦିନ ହେଲା ସେ ଅସୁସ୍ଥ ରହିଥିଲେ । ଗତ ବିଜେଡି ସରକାର ସମୟରେ ସେ ଦୁଇ ଥର ବିଧାୟକ

ଟଳିଲା ବଡ ଅଘଟଣ: ବାରାମତୀରେ ବିମାନ କ୍ରାସ୍, ପାଇଲଟ୍ ସୁରକ୍ଷିତ

ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ ତାଲିମ ପାଇଁ ବ୍ୟବହୃତ ବିମାନଟି ବାରାମତୀର ଗୋଜୁବାବି ଗାଁରେ ଦୁର୍ଘଟଣାଗ୍ରସ୍ତ ହୋଇଛି।୨ ସିଟ୍ ବିଶିଷ୍ଟ ଟ୍ରେନିଂ ଏୟାରକ୍ରାପ୍ଟ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ରେଡ୍ ବୋର୍ଡ

ସୁନା ଏବଂ ରୂପା ଉପରେ ଆମଦାନୀ ଶୁଳ୍କ ୬% ରୁ ୧୫% ବୃଦ୍ଧି ପରେ ବଢିଲା ଦାମ୍ 

ଆମଦାନୀ ଶୁଳ୍କ ବୃଦ୍ଧି ପରେ ଦେଶରେ ହାଇଜମ୍ପ ମାରିଛି ସୁନା ଦର। ୨୪ କ୍ୟାରେଟ ସୁନାଦର ଏକାଥରକେ ୧୩,୯୧୦ ଟଙ୍କା ବୃଦ୍ଧି ପାଇଛି। ୨୪ କ୍ୟାରେଟ ସୁନାଦର ୧ଲକ୍ଷ ୬୭ ହଜାର ୮୯୦ ଟଙ୍କା ହୋଇଛି। ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧୨,୭୫୦ ଟଙ୍କା ବୃଦ୍ଧି ପାଇଛି। ୨୨ କ୍ୟାରେଟ ସୁନା ଦର ହେଲା