ସୌମ୍ୟରଞ୍ଜନ ହତ୍ୟାର ନୂଆ ଭିଡିଓ ପ୍ରମାଣ,୩ ଦିନରେ ପୋଲିସର ଭୁଲ୍ ଦେଖି କ୍ରାଇମ୍ବ୍ରାଞ୍ଚ ଜଳକା
ରାଜ୍ୟ କାହାଣୀ (ଭୁବନେଶ୍ଵର)GRP କନଷ୍ଟେବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ୩ ଦିନ ତଦନ୍ତରେ କ୍ରାଇମବ୍ରାଞ୍ଚ କମିଶନରେଟ୍ ପୁଲିସ୍ ଭୁବନେଶ୍ୱର ୟୁପିଡିର ମାଳ ମାଳ ତ୍ରୁଟି ଧରିଛି।ତଦନ୍ତ ଯେମିତି ଆଗକୁ ବଢ଼ୁଛି, କମିଶନରେଟ୍ ପୋଲିସର ଗୋଟିଏ ପରେ!-->…