ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, MMDR ସହ ୭ ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିଜେଡି
ଭୁବନେଶ୍ୱର (ରାଜ୍ୟ କାହାଣୀ )ଆଜିଠୁ ଆରମ୍ଭ ହେଉଛି ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ । ଅଧିବେଶନ ପୂର୍ବରୁ ଗତକାଲି ବିଜେପି, ବିଜେଡି ଓ କଂଗ୍ରେସ ପକ୍ଷରୁ ବିଧାୟକ ଦଳ ବୈଠକ କରାଯାଇ ଗୃହରେ ଉଠାଯିବାକୁ ଥିବା ବିଭିନ୍ନ ପ୍ରସଙ୍ଗ ଓ ରଣନୀତି ନେଇ ଆଲୋଚନା ହୋଇଛି । ଏହି ଅଧିବେଶନରେ ୬ଟି!-->…