କିନ୍ନର ମାନଙ୍କ ନିମନ୍ତେ ସୋଆ ଆଇନ୍ ମହାବିଦ୍ୟାଳୟ ପକ୍ଷରୁ ୨-ଦିନିଆ ଆଇନ୍ଗତ ସହାୟତା ଶିବିର ଆୟୋଜିତ
ଭୁବନେଶ୍ୱର, ରାଜ୍ୟ କାହାଣୀ: ସମାଜର ସବୁବର୍ଗଙ୍କୁ ସମାନ ଆଇନ୍ ଏବଂ ସାମାଜିକ ନ୍ୟାୟ ପ୍ରଦାନ କରିବାର ଲକ୍ଷ୍ୟ ନେଇ କିନ୍ନର ସମ୍ପ୍ରଦାୟଙ୍କ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲ (ଏସ୍ଏନ୍ଆଇଏଲ୍) ପକ୍ଷରୁ ନିକଟରେ ଦୁଇ ଦିନିଆ!-->…