ଶୁଭେନ୍ଦୁଙ୍କ ଶପଥ ସମାରୋହରେ କାହିଁକି ମାଖନଲାଲଙ୍କ ପାଦ ଛୁଇଁଲେ ମୋଦି

ପଶ୍ଚିମବଙ୍ଗରେ ଏକ ବଡ଼ ବିଜୟ ପରେ, ରାଜ୍ୟରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଆଜି ଆନୁଷ୍ଠାନିକ ଭାବରେ ଶପଥ ଗ୍ରହଣ କରିଛନ୍ତି । କୋଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ହଜାର ହଜାର ଲୋକଙ୍କ ଭିଡ଼ ମଧ୍ୟରେ, ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ

ହାର୍ଟ ଆଟାକ୍ ନା ପ୍ରବଳ ମାଡ଼ ଯୋଗୁଁ ହୋଇଥିଲା ସୌମ୍ୟଙ୍କ ମୃତ୍ୟୁ ? ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ

ରାଜ୍ୟ କାହାଣୀ (ଭୁବନେଶ୍ଵର)ବାଲିଅନ୍ତା ସୌମ୍ୟ ହତ୍ୟାକାଣ୍ଡର ସତ କଣ ? ପୀଡ଼ିତାଙ୍କ କହିବା କଥା ତାଙ୍କ ସହ ଅସଦାଚରଣ କରାଯାଇଛି। ମାଡ଼ ମରାଯିବା ସହ ତାଙ୍କୁ ଉଠାଇ ନେବାକୁ ମଧ୍ୟ ସାଙ୍ଗକୁ କହୁଥିଲେ ମୃତ ସୌମ୍ୟରଞ୍ଜନ। ପୀଡିତାଙ୍କ ଏଭଳି ସଂଗୀନ ଅଭିଯୋଗ ପରେ ନାନା ପ୍ରଶ୍ନବାଚୀ ଛିଡ଼ା

ବଙ୍ଗରେ ଶୁଭେନ୍ଦୁ ସରକାର; ପଦ ଓ ଗୋପନୀୟତାର ନେଲେ ଶପଥ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ । ସମାରୋହରେ ଉପସ୍ଥିତ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରି ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀଙ୍କ ସମେତ ଯୋଗୀ ଆଦିତ୍ୟନାଥ  ।ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ଅଛନ୍ତି । କୋଲକତାର ବ୍ରିଗେଡ୍‌

ଆଜି ମହାପ୍ରଭୁଙ୍କ ଭଉଁରୀ ଯାତ। ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ରୋକ୍

ରାଜ୍ୟ କାହାଣୀ (ଭୁବନେଶ୍ଵର)ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ବିଶେଷ ଆକର୍ଷଣ ଭଁଉରୀ ମହୋତ୍ସବ । ପାରମ୍ପରିକ ବାଦ୍ୟ ତଥା ଭଜନ କୀର୍ତ୍ତନର ପଟୁଆରରେ ବଡ଼ଦାଣ୍ଡରେ ଉଭାହେବେ ଚନ୍ଦନ ଦଶ ଠାକୁର ।ଠାକୁରଙ୍କ ଏହି ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ନୀତି ଧାର୍ଯ୍ୟ ହୋଇଛି ।

ହାତରେ ପେଟ୍ରୋଲ ଓ ଦିଆସିଲ ଧରି ମୋବାଇଲ ଟାଓ୍ୱାରରେ ଚଢି ଆତ୍ମାହୁତି ଧମକ ଦେଲେ ଯୁବକ

ରାଜ୍ୟ କାହାଣୀ (ଭୁବନେଶ୍ଵର)ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମାହୁତି ଉଦ୍ୟମ । ହାତରେ ପେଟ୍ରୋଲ ଓ ଦିଆସିଲ ଧରି ଧମକ ଦେଉଛି ଯୁବକ । ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀ ନାକେଦମ ।ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ସୋଗର ଗାଁରେ ଏପରି ଘଟଣା ଘଟିଛି । ଟାୱାର ଉପରେ ଚଢିଥିବା ଯୁବକ ହେଲେ

୧୨ ଯାଏ ଏହିସବୁ ସ୍ଥାନରେ ଘଡ଼ିଘଡ଼ି ସହ ବର୍ଷା ଆଲର୍ଟ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆସନ୍ତା ତିନି ଦିନରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ପ୍ରାୟ ୪ ଡିଗ୍ରୀ ଯାଏ ବଢ଼ିପାରେ । ତେବେ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ଼,

ଦେଶର ନୂତନ ସିଡିଏସ୍ ହେବେ ଏନଏସ ରାଜା ସୁବ୍ରମଣି

ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନଏସ ରାଜା ସୁବ୍ରମଣିଙ୍କୁ ପରବର୍ତ୍ତୀ ପ୍ରତିରକ୍ଷା ମୁଖ୍ୟ (ସିଡିଏସ୍) ଭାବରେ ନିଯୁକ୍ତ କରିଛନ୍ତି। ଜେନେରାଲ ଅନିଲ ଚୌହାନଙ୍କ କାର୍ଯ୍ୟକାଳ ମେ ୩୦ ୨୦୨୬ରେ ଶେଷ ହେବା ପରେ ସେ ଦାୟିତ୍ୱ ଗ୍ରହଣ କରିବେ।ଲେଫ୍ଟନାଣ୍ଟ ଜେନେରାଲ ଏନଏସ ରାଜା ସୁବ୍ରମଣି ବର୍ତ୍ତମାନ

ସିବିଆଇ ଜାଲରେ ବାଲେଶ୍ଵର CGST ସୁପରିଣ୍ଟେଣ୍ଡେଣ୍ଟ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ସିବିଆଇ ଜାଲରେ ବାଲେଶ୍ଵର CGST ସୁପରିଣ୍ଟେଣ୍ଡେଣ୍ଟ । ବାଲେଶ୍ୱର କେନ୍ଦ୍ରୀୟ ଜିଏସଟି (CGST) କାର୍ଯ୍ୟାଳୟରେ ଶୁକ୍ରବାର ସିବିଆଇ (CBI) ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି ।୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ସିବିଆଇ। ଜିଏସ୍‌ଟି

ଲଗଜରୀ କ୍ରୁଜ ସିପ୍ ରେ ହାଣ୍ଟାଭାଇରସ ସଂକ୍ରମଣ, ୩ ମୃତ, ଜାହାଜରେ ଅଛନ୍ତି ୨ ଭାରତୀୟ

ଆଟଲାଣ୍ଟିକ ମହାସାଗରରେ କେପ୍‌ ଭର୍ଡେ ନିକଟରେ ଅଟକି ରହିଥିବା କ୍ରୁଜ ଜାହାଜ ‘ଏମ୍‌ଭି ହଣ୍ଡିୟସ୍’ରେ ହଣ୍ଟାଭାଇରସ୍‌ ବ୍ୟାପିବା ଘଟଣା ଏବେ ସମସ୍ତଙ୍କୁ ଭୟଭୀତ କରିଛି ।ଜାହାଜରେ ଥିବା ଚାଳକଦଳ ସଦସ୍ୟଙ୍କ ମଧ୍ୟରେ ୨ ଜଣ ଭାରତୀୟ ମଧ୍ୟ ଅଛନ୍ତି। ଜାହାଜରେ ଏ ପର୍ଯ୍ୟନ୍ତ ୫ଟି ସଂକ୍ରମଣ ମାମଲା

ଶୁଭେନ୍ଦୁ ଅଧିକାରୀ ହେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ । ବିଜେପି ବିଧାୟକ ଦଳ ବୈଠକରେ ନିଆଯାଇଛି ନିଷ୍ପତ୍ତି । ଶୁଭେନ୍ଦୁ ଅଧିକାରୀଙ୍କ ନାଁରେ ସମସ୍ତ ବିଧାୟକ ସହମତି ପ୍ରଦାନ କରିଛନ୍ତି ।ଶନିବାର ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ। କୋଲକାତାର ବ୍ରିଗେଡ୍‌