ରଥଯାତ୍ରା ପ୍ରସ୍ତୁତି ପାଇଁ ଆଜି ପ୍ରଥମ ସମନ୍ୱୟ ବୈଠକ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଜୁନ୍ ୨୯ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା । ଜୁଲାଇ ୧୬ ତାରିଖରେ ରଥଯାତ୍ରା । ବିଶ୍ୱପ୍ରସିଦ୍ଧ ନବଦିନାଙ୍କ ରଥଯାତ୍ରାର ଏହି ଭବ୍ୟ ଉତ୍ସବ ଜୁଲାଇ ୨୭ ତାରିଖ ନୀଳାଦ୍ରି ବିଜେ ସହ ସମାପ୍ତ ହେବ । ତେବେ ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ଵୟ ବୈଠକ। କେନ୍ଦ୍ରାଞ୍ଚଳ!-->…