ବୃଦ୍ଧ ଘରେ ଚଳାଇଥିଲେ ଦେହ ବେପାର, ୨ ଦେହଜୀବୀ ଉଦ୍ଧାର
ଅନୁଗୁଳ ସହରର ସୌଭାଗ୍ୟନଗରର ଏକ ଘରେ ସେକ୍ସ ରାକେଟ୍ ଠାବ ହୋଇଛି ।ଜଣେ ବୃଦ୍ଧ ନିଜ ଘରେ ବେଧଡ଼କ ଭାବେ ଚଳାଇଥିଲେ ଏହି ଅନୈତିକ କାରବାର । ପୋଲିସ ଚଢାଉ କରି ସବୁ ଘଟଣାର ପର୍ଦ୍ଦାଫାସ କରିଛି । ଏହାସହ ଏହି ଘଟଣାରେ କିଛି ଲୋକଙ୍କୁ ଅଟକ ରଖିଛି ପୋଲିସ ।ସେକ୍ସ ରାକେଟ୍ ଚଳାଇଥିବା ବୃଦ୍ଧ ଘରେ!-->…