ବରିଷ୍ଠ କନ୍ନଡ ଅଭିନେତା ଅନନ୍ତ ନାଗଙ୍କୁ ମିଳିବ ଦାଦା ସାହେବ ଫାଲକେ ପୁରସ୍କାର

ବର୍ଷ ୨୦୨୪ ପାଇଁ କନ୍ନଡ ସିନେମାର ବରିଷ୍ଠ ଅଭିନେତା ଅନନ୍ତ ନାଗଙ୍କୁ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯିବ। ଭାରତ ସରକାର ଏହି ପୁରସ୍କାର ପାଇଁ ୭୮ ବର୍ଷୀୟ ଅଭିନେତାଙ୍କ ନାମ ଘୋଷଣା କରିଛନ୍ତି।ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ ଭାବେ ପରିଚିତ ଏହି ପୁରସ୍କାର ଅନନ୍ତ…

ସୃଷ୍ଟି ହେଲାଣି ଘୂର୍ଣ୍ଣିବଳୟ, ୨୪ ବେଳକୁ ଛୁଇଁପାରେ ଉପକୂଳ

ଭୁବନେଶ୍ଵର (ରାଜ୍ୟ କାହାଣୀ )ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଆଗକୁ ଲଘୁଚାପର ରୂପ ନେବ। ଉତ୍ତର ଥାଇଲାଣ୍ଡ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୧୯ରେ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ ଆଶଙ୍କା। ଏହା ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତା ପର୍ୟ୍ୟନ୍ତ ବ୍ୟାପିଛି। ୧୮ ସେପ୍ଟେମ୍ବର…

ସୁଡାନରେ ସୁନା ଖଣି ଧସି ୬୦ ମୃତ, ଅନେକ ନିଖୋଜ

ସୁଦାନର ପଶ୍ଚିମ କୋର୍ଡୋଫାନ୍ ସ୍ଥିତ ଅଲ-ନୁହୁଦ୍ ସହରରେ ଗୋଟିଏ ସୁନା ଖଣି ଧସିଯିବା ଫଳରେ ଅତିକମରେ ୬୦ ଜଣଙ୍କର ମୃତ୍ୟୁ ଘଟିଛି । ଧ୍ୱଂସାବଶେଷ ତଳେ ଅନେକ ଲୋକ ନିଖୋଜ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି ।ଗତ ରବିବାର ଏହି ଖଣି ଧସିଥିବା ବେଳେ ବୁଧବାର…

ଆଜି ସମ୍ବଲପୁରରେ ଉଦଘାଟିତ ହେଲା ଅତ୍ୟାଧୁନିକ ଡପଲର ୱେଦର ରାଡାର ସିଷ୍ଟମ

ଭୁବନେଶ୍ୱର (ରାଜ୍ୟ କାହାଣୀ )ପାଣିପାଗ ଆକଳନରେ ଆହୁରି ସଶକ୍ତ ହେଲା ଓଡି଼ଶା। ଆଜି ସମ୍ବଲପୁରରେ ଉଦଘାଟିତ ହେଲା ଅତ୍ୟାଧୁନିକ ଡପଲର ୱେଦର ରାଡାର ସିଷ୍ଟମ। ମୁଖ୍ୟମନ୍ତ୍ରୀ ଜମାଦାରପାଲି ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ଯୋଗୀପାଲି ଯାଇ ଡପଲର ରାଡାର ସିଷ୍ଟମର ଉଦ୍ଘାଟନ କରିଛନ୍ତି। ସମ୍ବଲପୁରର…

EPFରେ ବଡ଼ ପରିବର୍ତ୍ତନ; PF ଲିମିଟ୍ ବଢ଼ିଲା

କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍‌ ପାଇଁ ଲାଗୁଥିବା ବେତନ ସୀମାକୁ ମାସିକ ୧୫,୦୦୦ ଟଙ୍କାରୁ ବଢ଼ାଇ ୨୫,୦୦୦ ଟଙ୍କା କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ…

ସାହସୀ ସୈନିକଙ୍କ ପାଇଁ ରେଳ ଯାତ୍ରାରେ ଜୀବନବ୍ୟାପୀ ରିହାତି

Free Railway Travel ଦେଶର ବୀର ଯବାନ ଏବଂ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ସେନା ମେଡାଲ, ନୌସେନା ମେଡାଲ ଏବଂ ବାୟୁସେନା ମେଡାଲରେ ସମ୍ମାନିତ ଯବାନ ଓ ଯୋଗ୍ୟ ପରିବାର ସଦସ୍ୟଙ୍କୁ ଏଣିକି ଭାରତୀୟ ରେଳରେ ଆଜୀବନ ମାଗଣା ଯାତ୍ରା ସୁବିଧା ମିଳିବ ।…

ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ

LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ ୭ ସେପ୍ଟେମ୍ବରର ଡେଡଲାଇନକୁ ବଢ଼ାଇ ୧୪ ସେପ୍ଟେମ୍ବର କରାଯାଇଥିଲା। ଏବେ ୧୪ ସେପ୍ଟେମ୍ବରର ସମୟସୀମା ମଧ୍ୟ ଶେଷ ହୋଇଛି।୧୫ ସେପ୍ଟେମ୍ବରରୁ…

ବିକ୍ରମ ପଣ୍ଡାଙ୍କ ଅଡୁଆ ବଢ଼ିଲା: ସାକ୍ଷୀଙ୍କୁ ଧମକ ଦେବା ନେଇ ମାମଲା ରୁଜୁ

ଭୁବନେଶ୍ଵର (ରାଜ୍ୟ କାହାଣୀ )ବହୁ ଚର୍ଚ୍ଚିତ ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପାଇଁ ପୁଣି ବଢ଼ିଛି ଆଇନଗତ ଅସୁବିଧା। ସାକ୍ଷୀଙ୍କୁ ଧମକଚମକ ଦେବା ଅଭିଯୋଗରେ ସେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି।ଜେଲ ଭିତରୁ…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର । ଏପ୍ରିଲ ମାସରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଆସନ୍ତାକାଲି ସୁଭଦ୍ରା ଯୋଜନାକୁ ଦୁଇ ବର୍ଷ ପୂରଣ ହେବାକୁ ଯାଉଛି । ଏହା ଭିତରେ ହିତାଧିକାରୀଙ୍କୁ ୫ଟି କିସ୍ତି ଦିଆଯାଇଛି । କୋଟିଏରୁ ଅଧିକ ମହିଳାଙ୍କୁ ଏହି ଯୋଜନାରେ ସାମିଲ କରାଯାଇଛି । ପୁଣି ଥରେ ଖୋଲିବାକୁ ଯାଉଛି ପୋର୍ଟାଲ । ଯାହାଦ୍ୱାରା କି ଆବେଦନ…

ଭାରତୀୟ ଯୁଦ୍ଧପୋତ ସହ ପାକିସ୍ତାନୀ ନୌସେନା ଜାହାଜର ଧକ୍କା

India and Pakistan Navies collide ଭାରତ ଓ ପାକିସ୍ତାନ ମଧ୍ୟରେ ସର୍ବଦା ଚାଲିଥିବା ଉତ୍ତେଜନା ଭିତରେ ସମୁଦ୍ରରେ ଦୁଇ ଦେଶର ନୌସେନା ମୁହାଁମୁହିଁ ହୋଇଥିବା ନେଇ ଚର୍ଚ୍ଚା ଜୋର ଧରିଛି । ପାକିସ୍ତାନର ଏକ ନୌସେନା ଜାହାଜ ଭାରତୀୟ ନୌସେନାର ଏକ ଫ୍ରଣ୍ଟଲାଇନ ଯୁଦ୍ଧପୋତ ସାମ୍ନାକୁ ଆସିଛି…