ପାର୍ବଣ ପୂର୍ବରୁ ଫଳ ଗୋଦାମ ଉପରେ ଚଢାଉ ! ଫଳ ଉପରେ କେମିକାଲ ବ୍ୟବହାର ପଡ଼ିଲା ମହଙ୍ଗା

କୃତ୍ରିମ ଉପାୟରେ ଫଳ ପଚାଇବା ଓ ଅସ୍ୱାସ୍ଥ୍ୟକର ପରିବେଶରେ ଫଳ ସଂରକ୍ଷଣ ଅଭିଯୋଗରେ ପୁରୀ ଓ ବ୍ରହ୍ମପୁରର ବିଭିନ୍ନ ଫଳ ଗୋଦାମ ଓ ଦୋକାନରେ ଚଢ଼ାଉ କରାଯାଇଛି। ପୁରୀରେ ୨୦ କିଲୋଗ୍ରାମ କଦଳୀ ଜବତ କରାଯାଇ ନଷ୍ଟ କରାଯାଇଥିବା ବେଳେ ବ୍ରହ୍ମପୁରରେ ନିୟମ ଉଲ୍ଲଂଘନକାରୀଙ୍କ ଠାରୁ ୫ ହଜାର ଟଙ୍କା…

ବ୍ରିକ୍ସର ‘ନୂଆଦିଲ୍ଲୀ ଘୋଷଣାପତ୍ର’ରେ ପହଲଗାମ ଆକ୍ରମଣକୁ ନିନ୍ଦା

ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା ଭାରତ ପାଇଁ ଏକ ବଡ଼ କୂଟନୈତିକ ବିଜୟ ବୋଲି ବିବେଚନା କରାଯାଉଛି।ଘୋଷଣାପତ୍ର ଉପସ୍ଥାପନ…

ଭାରତୀୟ ଚାଷୀଙ୍କୁ ରୁଷର ବଡ଼ ଉପହାର

ଆଜି ଶନିବାର ଦିଲ୍ଲୀରେ ବ୍ରିକ୍ସ ସମ୍ମିଳନୀ ଆରମ୍ଭ ହୋଇଛି। ଆୟୋଜକ ଭାରତ ବ୍ୟତୀତ, ରୁଷ, ଚୀନ୍ ଏବଂ ବ୍ରାଜିଲ ସମେତ ଅନେକ ଦେଶର ନେତାମାନେ ମଧ୍ୟ ଏହି ସମ୍ମିଳନୀରେ ଯୋଗ ଦେଉଛନ୍ତି। ଏହାରି ଭିତରେ ଋଷକୁ ନେଇ ଏକ ବଡ଼ ଖବର ସାମ୍ମାକୁ ଆସିଛି। କୁହାଯାଉଛି ପିଏମ୍ ମୋଦିଙ୍କୁ ଦେଇଥିବା…

ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର-ISROର ଚେତାବନୀ

ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ୨୦୨୬ ଶେଷ ସୁଦ୍ଧା ତାଣ୍ଡବ ରଚିବ ବାତ୍ୟା । ଗୋଟିଏ ନୁହେଁ ୩ଟି ବ୍ୟାକ୍ ଟୁ ବ୍ୟାକ୍ ବାତ୍ୟା ଆଣିବ ପ୍ରଳୟ । ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ଶକ୍ତିଶାଳୀ ବାତ୍ୟାର ସାମ୍ନା କରିବ ଦେଶ । ୮୩ ପ୍ରତିଶତରୁ ଅଧିକ ରହିବ ତୀବ୍ରତା ।…

ମାଛ ଧରିବା ପାଇଁ ବସାଯାଇଥିବା ଜାଲରେ ପଡ଼ିଲା ୬ ଫୁଟର ବଉଳା କୁମ୍ଭୀର

ଭୁବନେଶ୍ୱର (ରାଜ୍ୟ କାହାଣୀ )ବିଲରେ ବଉଳା କୁମ୍ଭୀର। ମାଛ ଧରିବା ପାଇଁ ବାସଯାଇଥିବା ଲଞ୍ଜାରେ ପଡିଲା ୬ ଫୁଟର ବଉଳା କୁମ୍ଭୀର । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ବ୍ରାହ୍ମଣୀକୋଲା ଗାଁ ଚାଷ ଜମିରେ ବର୍ଷାପାଣି ଜମି ରହିଛି । ଲୋକେ ମାଛ ଧରିବା ପାଇଁ ଗତକାଲି ରାତିରେ ଜମି ର ଶେଷ…

୬ ବର୍ଷ ପରେ ପୁଣିଥରେ ଚୀନରୁ ଦିଲ୍ଲୀକୁ ଉଡ଼ିବ ବିମାନ , ୨୧ ତାରିଖରୁ ଆରମ୍ଭ ହେବ

୬ ବର୍ଷ ପରେ ପୁଣିଥରେ ଚୀନରୁ ଦିଲ୍ଲୀକୁ ଉଡ଼ିବ ବିମାନ । ୨୧ ତାରିଖରୁ ଚାଇନା ସଦର୍ଣ୍ଣ ଏୟାରଲାଇନ୍ସ ଗୁଆଙ୍ଗଜୋ ଏବଂ ନୂଆଦିଲ୍ଲୀ ମଧ୍ୟରେ ନିୟମିତ ଯାତ୍ରୀବାହୀ ବିମାନ ସେବା ପୁନଃଆରମ୍ଭ କରୁଛି । ଫ୍ଲାଇଟ୍ CZ359 ଗୁଆଙ୍ଗଜୋରୁ ସ୍ଥାନୀୟ ସମୟ ଅପରାହ୍ନ ୩:୩୫ ରେ ବାହାରି ସନ୍ଧ୍ୟା ୭:୦୦ ରେ…

ଭିଜିଲାନ୍ସ ଜାଲରେ ଅବକାରୀ ଅଧୀକ୍ଷକ, ଗାଡ଼ିରୁ ୫ ଲକ୍ଷ ଜବତ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଉଦିତନଗରସ୍ଥିତ ଅବକାରୀ କାର୍ଯ୍ୟାଳୟ ସମ୍ମୁଖରେ ସ୍କର୍ପିଓକୁ ଅଟକାଇ ଯାଞ୍ଚ କରାଯାଇଥିଲା ।…

୭ ବର୍ଷ ପରେ ଭାରତ ମାଟିରେ ପାଦ ରଖିଲେ ଚୀନ ରାଷ୍ଟ୍ରପତି ଜିନପିଙ୍ଗ

BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ । ଚୀନ୍ ରାଷ୍ଟ୍ରପତିଙ୍କ ସହ ଆସିଛନ୍ତି ଦେଶର ଶୀର୍ଷ କୂଟନୀତିଜ୍ଞ ଓ ବରିଷ୍ଠ ନେତା । ଦିଲ୍ଲୀରେ ପହଞ୍ଚିଛନ୍ତି ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ । ଦୀର୍ଘ ୭ ବର୍ଷର ବ୍ୟବଧାନ ପରେ ଭାରତ ମାଟିରେ ପାଦ ରଖୁଛନ୍ତି ଚୀନ୍ ରାଷ୍ଟ୍ରପତି…

ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ

ଭୁବନେଶ୍ଵର (ରାଜ୍ୟ କାହାଣୀ) ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲେ ନୂଆ ଅତିଥି। ଗୁଜୁରାଟର ବନତାରାରୁ ନନ୍ଦନକାନନକୁ ଆସିଛନ୍ତି ୪୦ରୁ ଅଧିକ ଜୀବଜନ୍ତୁ। ଏହି ନୂଆ ଅତିଥିଙ୍କ ମଧ୍ୟରେ ରହିଛନ୍ତି ଜେବ୍ରା, ୱାଲାବି, କଙ୍ଗାରୁ ଏବଂ କସୁଆରି ଭଳି ବିରଳ ଓ ଆକର୍ଷଣୀୟ ପ୍ରାଣୀ।ନନ୍ଦନକାନନ ଆସିବା…

ଆଜିଠୁ ପିଜି ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ଵର (ରାଜ୍ୟ କାହାଣୀ) ଆଜିଠୁ ପିଜି ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା । ଉଚ୍ଚଶିକ୍ଷା ବିଭାଗ ଅଧୀନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖାଲିପଡ଼ିଥିବା ସ୍ନାତକୋତ୍ତର(ପିଜି) ସିଟ୍‌ରେ ଆଜିଠୁ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ସେପ୍ଟେମ୍ବର ୧୨ରୁ ୨୧ ମଧ୍ୟରେ…