ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି

ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ଦକ୍ଷିଣ ଓଡ଼ିଶାର ନବରଙ୍ଗପୁର, କୋରାପୁଟ, ମାଲକାନଗିରିରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଅଛି। ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଓଡ଼ିଶା ଏବଂ ଆଭ୍ୟନ୍ତରୀଣ…

ମୋଦୀ ରୁଷ୍‌ ଭାଷାରେ ଅନୁବାଦିତ ‘ତିରୁକ୍କୁରାଲ’ ପୁଟିନ୍‌ଙ୍କୁ ଉପହାର ଦେଲେ

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ତିନିଦିନିଆ ଭାରତ ଗସ୍ତରେ ଥିବା ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଦ୍ୱିପାକ୍ଷିକ ବୈଠକରେ ଭାରତ-ରୁଷ ସମ୍ପର୍କର ବିଭିନ୍ନ ଦିଗ ସହ ପ୍ରମୁଖ…

ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ୟୁଏଇରେ ‘ଦୁବାଇ ରୋଡ୍‌ସୋ’

ଓଡ଼ିଶାରେ ପୁଞ୍ଜିନିବେଶ ପ୍ରତି ୟୁଏଇର ନିବେଶକଙ୍କୁ ଆକୃଷ୍ଟ କରିବାକୁ ଦୁବାଇ ରୋଡ୍‌ସୋର ଆୟୋଜନ କରାଯାଇଛି। ଦୁବାଇରେ ଆୟୋଜିତ ଓଡିଶା ନିବେଶକ ସମ୍ମିଳନୀ-ୟୁଏଇ- ୨୦୨୬ ରେ ପ୍ରାୟ ୪୦୦ ଜଣ ବ୍ୟବସାୟୀ, ନିବେଶକ ଓ ୟୁଏଇ ବ୍ୟବସାୟିକ ସମୁଦାୟର ପ୍ରତିନିଧି ଯୋଗଦେଇଥିଲେ ।ମୁଖ୍ୟମନ୍ତ୍ରୀ…

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ଦୀଘାର ଏକ ହୋଟେଲରୁ ୩ ଜଣଙ୍କୁ ଉଠାଇ ଆଣିଲା STF

ଭୁବନେଶ୍ୱର (ରାଜ୍ୟ କାହାଣୀ )ଓଡ଼ିଶାରେ ୫ ଓରାଙ୍ଗଉଟାନ ଠାବ ଘଟଣାକୁ ନେଇ ବିଶ୍ଵବ୍ୟାପୀ ଚର୍ଚ୍ଚା ଲାଗି ରହିଛି। ଏହି ବିରଳ ପ୍ରଜାତିର ଜନ୍ତୁଙ୍କୁ କେଉଁମାନେ ଆଣିଥିଲେ ତାକୁ ନେଇ ରହସ୍ୟ ଲାଗି ରହିଛି। ଆଜି (ଶୁକ୍ରବାର) ପୋଲିସ ଡିଜି ବିନୟତୋଷ ମିଶ୍ର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ…

ଭୂକମ୍ପରେ ଥରି ଉଠିଲା ତିଦ୍ଦତ, ତୀବ୍ରତା ୩.୭

ଭାରତରେ ମଧ୍ୟରାତ୍ରିରେ ହଠାତ୍ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ଦେଶର ବିଭିନ୍ନ ରାଜ୍ୟ ସହିତ ପଡ଼ୋଶୀ ଦେଶଗୁଡ଼ିକରେ ମଧ୍ୟ ଏକାସାଙ୍ଗରେ ଭୂକମ୍ପ ମାପ କରାଯାଇଛି । ଆଜି ସକାଳେ ତିଦ୍ଦତରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୩.୭ ଥିବା ଜଣାପଡିଛି । ଶୁକ୍ରବାର ତିବ୍ଦତରେ…

ପ୍ରେମ ପାଇଁ କୀଟନାଶକ ପିଇଦେଲେ ପ୍ରେମୀଯୁଗଳ; ପ୍ରେମିକା ମୃତ

ପ୍ରେମ ପାଇଁ ଘର ଛାଡ଼ିଲେ । ଜଙ୍ଗଲରେ ରାତ୍ରିଯାପାନ କଲେ । ସକାଳୁ ପ୍ରେମୀଯୁଗଳ ଏକସଙ୍ଗେ ବିଷ ପିଇଦେଲେ ।ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି। ସେମାନେ ପ୍ରେମ ପାଇଁ ଘର ଛାଡ଼ିଥିଲେ। ହେଲେ କାହିଁକି ବିଷ ପିଇଲେ ତାହା ଅଷ୍ପଷ୍ଟ ରହିଛି । ଗୁରୁତର ଅବସ୍ଥାରେ…

ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ: ୭ରୁ ୮ ଦିନରେ ପାଇଲଟ୍ ରାମ୍ପ ପ୍ରସ୍ତୁତ

ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା ପାଇଁ ପାଇଲଟ ରାମ୍ପର ନିର୍ମାଣ । ଆସନ୍ତା ୭ରୁ ୮ ଦିନ ମଧ୍ୟରେ ସରିବ । ଆଇଆଇଟି ଭୁବନଶ୍ୱର ଦ୍ୱାରା ପ୍ରସ୍ତାବିତ ରାମ୍ପ ମଡେଲର ସମୀକ୍ଷା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏହି ଫୋଲ୍ଡିଂ ରାମ୍ପକୁ ପ୍ରାୟ ୫ ମିନିଟ ମଧ୍ୟରେ ଖୋଲାଯାଇ…

ସଦସ୍ୟତା ରଦ୍ଦ ପିଟିସନ ଖାରଜ ପରେ ହାଇକୋର୍ଟରେ BJD। ଏହି ପ୍ରସଙ୍ଗରେ ଅରବିନ୍ଦଙ୍କ ବଡ଼ ବୟାନ

ଭୁବନେଶ୍ଵର (ରାଜ୍ୟ କାହାଣୀ ) ରାଜ୍ୟସଭା ନିର୍ବାଚନ, ହାଇକୋର୍ଟ ଗଲା ବିଜୁ ଜନତା ଦଳ । ବାଚସ୍ପତିଙ୍କୁ ପକ୍ଷଭୁକ୍ତ କରି ବିଜେଡିର ରିଟ୍ ପିଟିସନ ଦାଖଲ ।ରାଜ୍ୟସଭା ରାଜ୍ୟସଭା ନିର୍ବାଚନରେ ଦଳୀୟ ନିଷ୍ପତ୍ତି ବିରୋଧରେ ୮ ସଦସ୍ୟ ଭୋଟ ଦେଇଥିଲେ । ଦଳୀୟ ନିଷ୍ପତ୍ତି ବିରୋଧରେ ଭୋଟ ଦେଇଥିବାରୁ…

ଆଜି ଦିନିକିଆ ବ୍ୟାଙ୍କ ଧର୍ମଘଟ, ୪ ଦିନ ପ୍ରଭାବିତ ହୋଇପାରେ ବ୍ୟାଙ୍କ ସେବା

ଦେଶବ୍ୟାପୀ ଦିନିକିଆ ବ୍ୟାଙ୍କ ଧର୍ମଘଟ । ବିଭିନ୍ନ ଦାବି ପୂରଣ ହେଉନଥିବା ଅଭିଯୋଗରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ ପକ୍ଷରୁ ଆଜି ଏହି ଧର୍ମଘଟ ଡାକରା ଦିଆଯାଇଛି । ଫଳରେ ବ୍ୟାଙ୍କ ଗ୍ରାହକଙ୍କୁ ସେବା ପାଇବାରେ ଅସୁବିଧା ହେବା ଆଶଙ୍କା ରହିଛି । ସପ୍ତାହରେ ମାତ୍ର ୫ ଦିନ ବ୍ୟାଙ୍କ…

୨୫ ବର୍ଷ ପରେ ୯/୧୧କୁ ନିଆରା ଶ୍ରଦ୍ଧାଞ୍ଜଳି: ୨,୯୭୭ଟି ଡ୍ରୋନ୍ ର ଆଲୋକରେ ପୁଣି ଠିଆ ହେଲା ଟ୍ୱିନ୍ ଟାୱାର

୨୦୦୧ ମସିହା ସେପ୍ଟେମ୍ବର ୧୧ ତାରିଖରେ ଆମେରିକାରେ ଘଟିଥିବା ବିଶ୍ୱର ସବୁଠାରୁ ଭୟଙ୍କର ଆତଙ୍କବାଦୀ ଆକ୍ରମଣକୁ ୨୫ ବର୍ଷ ପୂରଣ ହୋଇଛି। ଆଲ-କାଏଦାର ୧୯ ଜଣ ଆତଙ୍କବାଦୀ ୪ଟି ବିମାନ ହାଇଜ୍ୟାକ୍ କରି ନ୍ୟୁୟର୍କର ୱାର୍ଲ୍ଡ ଟ୍ରେଡ୍ ସେଣ୍ଟର ଏବଂ ୱାଶିଂଟନସ୍ଥିତ ପେଣ୍ଟାଗନ୍ ଉପରେ ଆକ୍ରମଣ…