ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ
ଢେଙ୍କାନାଳ ଜିଲ୍ଲା ଭାପୁର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ଏକ ଘଟଣା। ଜଣେ ୨୩ ବର୍ଷୀୟା ମହିଳା ଗତ ସୋମବାର ନିକଟସ୍ଥ ସାପୁଆ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଏକୁଟିଆ ଦେଖି ଜଣେ ଦୁବୃର୍ତ୍ତ ତାଙ୍କୁ ଦୁଷ୍କର୍ମ କରିବା ପରେ ଅତି ନିର୍ମମ ଭାବରେ ମୁହଁକୁ ହାଣି ଦେଇଥିଲା ।!-->…