ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ନୀତିରେ ବଡ଼ ବିଭ୍ରାଟ, ଅଧାରେ ଅଟକିଲା ଚାପ ଖେଳ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ସବୁ ସୀମା ଟପିଗଲେ। ନିଜ ଜିଦ୍ ପାଇଁ ମହାପ୍ରଭୁଙ୍କ ଚାପ ବି ଅଟକାଇ ଦେଲେ। ଦୁଇ ଗୋଷ୍ଠୀ ସେବକଙ୍କ ମଧ୍ୟରେ ଡଙ୍ଗାରେ ଯିବା ନେଇ କନ୍ଦଳ ଉପୁଜିବାରୁ ବିଳମ୍ବିତ ରାତି ଯାଏଁ ଚାପ ହୋଇପାରିଲା ନାହିଁ।ସେବାୟତଙ୍କ ବିବାଦ ଯୋଗୁଁ ଚାପ ନ ଖେଳି ବାହୁଡ଼ିଲେ!-->…