ବାଘୁଣୀ ‘ଜିନ୍ନତ’ ପ୍ରେମରେ ପାଗଳ ମହାବଳ, ଦୁଇ ରାଜ୍ୟ ଡେଇଁ ଆସିଛି ଶିମିଳିପାଳ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ପ୍ରାୟ ଦେଢ ହଜାର କିମି ଅତିକ୍ରମ କରି ଏକ ଯୁବ ମହାବଳ ବାଘ ଶିମିଳିପାଳ ଜଙ୍ଗଲକୁ ଆସିଛି । ଶିମିଳିପାଳ ଘଞ୍ଚ ଜଙ୍ଗଲରେ ୫ ମାସ ହେଲା ଘୂରି ବୁଲୁଛି । ଖୋଜୁଛି ନିଜ ପ୍ରେମିକା ବାଘୁଣୀ ‘ଜିନ୍ନତ’କୁ ।ପ୍ରାୟ ଦେଢ ହଜାର କିମି ଅତିକ୍ରମ କରି ଏକ ଯୁବ ମହାବଳ ବାଘ

ବଦଳିଯିବ ପାଗ , ଆଜି ବର୍ଷିବ !

ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟରେ ଆଜିଠୁ ପାଗରେ ବଡ ପରିବର୍ତ୍ତନ ହୋଇପାରେ। ଉତ୍ତର ଏବଂ ଦକ୍ଷିଣ ଓଡିଶାର କିଛି ଜିଲ୍ଲା ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡା ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଅନୁମାନ କରାଯାଉଛି। ମୟୂରଭଞ୍ଜ, କେନ୍ଦୁଝର,

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଅଭିଯୋଗ ଶୁଣାଣି ସ୍ଥଗିତ ରଖିଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟ ରାଜଧାନୀ ଭୁବନେଶ୍ୱର ସମେତ ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ହେବାକୁ ଥିବା ଅଭିଯୋଗ ଶୁଣାଣିକୁ ସ୍ଥଗିତ ରଖିଛନ୍ତି ।ଜନ ଶୁଣାଣି ପୋର୍ଟାଲରେ ଅନଲାଇନରେ ପଞ୍ଜୀକରଣ କରିଥିବା

ବାରବାଟି ଷ୍ଟାଡିୟମକୁ ଏନଜିଟିର ନୋଟିସ

ରାଜ୍ୟ କାହାଣୀ (ଭୁବନେଶ୍ଵର)କଟକର ଐତିହାସିକ ବାରବାରୀ ଷ୍ଟାଡିୟମକୁ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ବା ଏନଜିଟି ନୋଟିସ। ଭୂତଳ ଜଳ ଅପବ୍ୟବହାର ଅଭିଯୋଗରେ ବାରବାଟୀ ସହିତ ଦେଶର ୬ଟି କ୍ରିକେଟ ଷ୍ଟାଡିୟମଙ୍କୁ ଏନଜିଟି ନୋଟିସ କରିଛନ୍ତି।ବିନା ଏନଓସିରେ ପିଚ୍ ରକ୍ଷଣାବେକ୍ଷଣ ପାଇଁ ଭୂତଳ ଜଳର

କଟକରେ ବାଇକ୍‌କୁ ଧକ୍କା ଦେଲା ଆମ ବସ୍, ୨ ଗୁରୁତର ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି

ରାଜ୍ୟ କାହାଣୀ (ଭୁବନେଶ୍ଵର)ଆଜି କଟକରେ ଆମ ବସ୍ ଧକ୍କା ଦେବାରୁ ଏକ ଦମ୍ପତି ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ କ୍ୟାଣ୍ଟନମେଣ୍ଟ ରୋଡରେ ଥିବା ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଘର ପାଖରେ ଏକ ବାଇକ୍ ରେ ଏକ ଦମ୍ପତି ରାସ୍ତା କଡ଼ରେ ଠିଆ ହୋଇଥିବା

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ । ଅଭିଯୋଗ ପରେ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ ।ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଏକ ସେବାଶ୍ରମ ସ୍କୁଲର ପ୍ରଧାନଶିକ୍ଷକଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ଛାତ୍ରୀ ଏବଂ

ଆରଏସଏସକୁ “ରାଷ୍ଟ୍ରୀୟ ସରେଣ୍ଡର ସଂଘ” କହିଲେ ରାହୁଲ ଗାନ୍ଧୀ

ଆମ ଆଦମୀ ପାର୍ଟିର ସାତ ଜଣ ଏମପି ରାଘବ ଚଢା ଏବଂ ସନ୍ଦୀପ ପାଠକଙ୍କ ସମେତ ୭ଜଣ ଦଳ ବିରୁଦ୍ଧରେ ବିଦ୍ରୋହ କରିଛନ୍ତି। ଏମାନଙ୍କ ମଧ୍ୟରୁ ଚାରି ଜଣ ଏମପି ଭାରତୀୟ ଜନତା ପାର୍ଟି (ଭାଜପା)ରେ ମଧ୍ୟ ଯୋଗ ଦେଇଛନ୍ତି।କଂଗ୍ରେସ ଦଳ ଏଏପି ଭିତରେ ଏହି ଫାଟ ସମ୍ପର୍କରେ ପ୍ରଥମ ପ୍ରତିକ୍ରିୟା ପ୍ରକାଶ

ମେ ୧ରୁ ଭିତରକନିକା ବନ୍ଦ ରହିବ 

ରାଜ୍ୟ କାହାଣୀ (ଭୁବନେଶ୍ଵର)ମେ ୧ରୁ ଭିତରକନିକା ବନ୍ଦ ରହିବ । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀର ମାନେ ହିଂସ୍ର ହୋଇଥାନ୍ତି । ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୩ ମାସ

ତୁରନ୍ତ ମହାନଦୀ ବିବାଦରେ ହସ୍ତକ୍ଷେପ କରନ୍ତୁ : ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ରାଜ୍ୟ କାହାଣୀ (ଭୁବନେଶ୍ଵର)ପୁଣି ବର୍ଷିଲେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର। ମେଟ୍ରୋ, ସିଜିମାଳୀ ପରେ ଏବେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍‌ଙ୍କ ନିର୍ଦ୍ଦେଶନାମାକୁ ନେଇ ବର୍ଷିଛନ୍ତି ସସ୍ମିତ। ମହାନଦୀ ଜଳ ବିବାଦ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ସସ୍ମିତ

ପ୍ରତିମୂର୍ତ୍ତି ଭାଙ୍ଗିବା ପ୍ରଶାସନର ଔଦ୍ଧତ୍ୟ: ସମ୍ବିତ

ଦାମ ରାଉତଙ୍କ ପ୍ରତିମୂର୍ତ୍ତି ଭଙ୍ଗାଯିବା ଘଟଣାରେ ପୁଅ ସମ୍ବିତ ପ୍ରତିକ୍ରିୟା ରଖି କହିଛନ୍ତି, ଏରସମାର ଶିଆଳିକୁ ବିକଶିତ କରିଥିଲେ ଦାମୋଦର ରାଉତ । ସେଠିକାର ଲୋକେ ଦାମୋଦର ରାଉତଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥାନ୍ତେ । ଆସନ୍ତା ୨୬ ତାରିଖରେ ଉଦଘାଟନ କରିଥାନ୍ତେ ସାଂସଦ ବିଭୂ ତରାଇ ।