ତୁରନ୍ତ ମହାନଦୀ ବିବାଦରେ ହସ୍ତକ୍ଷେପ କରନ୍ତୁ : ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ରାଜ୍ୟ କାହାଣୀ (ଭୁବନେଶ୍ଵର)ପୁଣି ବର୍ଷିଲେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର। ମେଟ୍ରୋ, ସିଜିମାଳୀ ପରେ ଏବେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍‌ଙ୍କ ନିର୍ଦ୍ଦେଶନାମାକୁ ନେଇ ବର୍ଷିଛନ୍ତି ସସ୍ମିତ। ମହାନଦୀ ଜଳ ବିବାଦ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ସସ୍ମିତ

ପ୍ରତିମୂର୍ତ୍ତି ଭାଙ୍ଗିବା ପ୍ରଶାସନର ଔଦ୍ଧତ୍ୟ: ସମ୍ବିତ

ଦାମ ରାଉତଙ୍କ ପ୍ରତିମୂର୍ତ୍ତି ଭଙ୍ଗାଯିବା ଘଟଣାରେ ପୁଅ ସମ୍ବିତ ପ୍ରତିକ୍ରିୟା ରଖି କହିଛନ୍ତି, ଏରସମାର ଶିଆଳିକୁ ବିକଶିତ କରିଥିଲେ ଦାମୋଦର ରାଉତ । ସେଠିକାର ଲୋକେ ଦାମୋଦର ରାଉତଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥାନ୍ତେ । ଆସନ୍ତା ୨୬ ତାରିଖରେ ଉଦଘାଟନ କରିଥାନ୍ତେ ସାଂସଦ ବିଭୂ ତରାଇ ।

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନକୁ କଟାକ୍ଷ କଲେ ବିଧାୟକ ଅରୁଣ

ରାଜ୍ୟ କାହାଣୀ( ଭୁବନେଶ୍ଵର)ବିଧାନସଭାର ସ୍ୱତନ୍ତ୍ର ଅଧିବେଶନକୁ କଟାକ୍ଷ କଲେ ବିଧାୟକ ଅରୁଣ ସାହୁ । କୌଣସି କାରଣ ନଥାଇ ଅବେଳରେ ସଂସଦ ଡାକିଥିଲେ କେନ୍ଦ୍ର ସରକାର । ଏହା ପୂର୍ବରୁ ୪୮ ଘଣ୍ଟାରେ ବିଧାନସଭା ଡାକିବାକୁ ଦାବି କରିଥିଲେ ବିରୋଧୀଦଳ ନେତା । ବିଲ ଆସିବା ପୂର୍ବରୁ କାହା ସହ ଆଲୋଚନା

ଚିତାବାଘ ସହ ଲଢ଼େଇ କରି ୪ ବର୍ଷର ଝିଅକୁ ମୃତ୍ୟୁ ମୁଖରୁ ବଞ୍ଚାଇଲେ ବାପା

ଉଦୟପୁର ଜିଲ୍ଲାର ରାସାଲି ଗାଁରେ ଘଟିଛି ଏହି ଘଟଣା । ଜଣେ ବାପା ତାଙ୍କ ଚାରି ବର୍ଷର ଝିଅର ଜୀବନ ବଞ୍ଚାଇବା ପାଇଁ ଚିତାବାଘ ସହିତ ଲଢ଼ିଲେ । ଆଦିବାସୀ ସୁରେଶ ରାଥୱା କୌଣସି ଅସ୍ତ୍ର ବିନା, ବିପଦପୂର୍ଣ୍ଣ ଚିତାବାଘ ସହିତ ଲଢ଼ିଥିଲେ । ସୁରେଶ ରାଥୱାଙ୍କ ଛୋଟ ଝିଅ ଘର ପଛପଟରେ ଖେଳୁଥିଲା

ମୋଦୀ ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ଉପାଧ୍ୟକ୍ଷ ହେବେ ବିଜେପି ବିଧାୟକ ଅଶୋକ ଲାହିଡ଼ି !

ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ପଶ୍ଚିମବଙ୍ଗ ବିଧାୟକ ଅଶୋକ ଲାହିରୀଙ୍କୁ ନୀତି ଆୟୋଗର ପରବର୍ତ୍ତୀ ଉପାଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଅଶୋକ ଏବେ ପଶ୍ଚିମବଙ୍ଗର ବାଲୁରଘାଟରୁ ବିଧାୟକ ଅଛନ୍ତି, କିନ୍ତୁ ଚଳିତ ବିଧାନସଭା ନିର୍ବାଚନରେ ସେ ପ୍ରତିଦ୍ୱନ୍ଦ୍ୱିତା କରୁନାହାନ୍ତି। ସେ ଭାରତ

ଥରକେ ୫୦ ଲିଟରରୁ ଅଧିକ ପେଟ୍ରୋଲ ବିକ୍ରିକୁ ନା

ରାଜ୍ୟ କାହାଣୀ (ଭୁବନେଶ୍ଵର)ମଧ୍ୟପ୍ରାଚ୍ୟ ଯୁଦ୍ଧ କାରଣରୁ ସମୁଦ୍ର ପଥରେ ତେଲ ଆସି ପାରୁନାହିଁ। ତଥାପି ଆଜି ପର୍ଯ୍ୟନ୍ତ ପେଟ୍ରୋଲ ଓ ଡିଜେଲ୍‌ର କୌଣସି ଅଭାବ ଦେଖାଦେଇନାହିଁ।ସରକାରୀ ତୈଳ କମ୍ପାନିଗୁଡ଼ିକ ଥରକେ ୫୦ ଲିଟରରୁ ଅଧିକ ପେଟ୍ରୋଲ୍‌ (ଏମ୍‌ଏସ୍‌) ଓ ୫୦୦ ଲିଟରରୁ ଅଧିକ ହାଇସ୍ପିଡ୍‌

ପଞ୍ଜୀକୃତ ଦଲିଲ୍‌ ରଦ୍ଦ କରିପାରିବେନି ସବ୍‌-ରେଜିଷ୍ଟ୍ରାର୍‌

ରାଜ୍ୟ କାହାଣୀ (ଭୁବନେଶ୍ଵର)ଥରେ ଜମି କିଣାବିକା ଦଲିଲ ହୋଇଯିବା ପରେ ଉକ୍ତ ପଞ୍ଜୀକୃତ ଦଲିଲ୍‌କୁ ସବ୍-ରେଜିଷ୍ଟ୍ରାର ବା କେହି ରେଜିଷ୍ଟ୍ରେସନ୍ ଅଧିକାରୀ ରଦ୍ଦ କରିପାରିବେ ନାହିଁ ବୋଲି ଦଲିଲ୍ ରଦ୍ଦ ବା କ୍ୟାନ୍ସଲେସନ ଡିଡ୍ ସମ୍ପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ

ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି।ହର୍ମୁଜରୁ ପ୍ରଥମ ଟୋଲ୍‌ ଆଦାୟ କଲା ଇରାନ

ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବ ବୋଲି ବିଶ୍ବବାସୀ ଅପେକ୍ଷା କରିଥିବା ‌ବେଳେ ଏହା ବିଫଳ ହେବ ବୋଲି ଜାତୀୟ ଗଣମାଧ୍ୟମ ରିପୋର୍ଟ କରିଛି । ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ପାକିସ୍ତାନ ଗସ୍ତରେ ଅଛନ୍ତି । କିନ୍ତୁ ସେ ସିଧାସଳଖ

ଖରାରେ ସିଝୁଛି ସାରା ଓଡ଼ିଶା, ଆଗାମୀ ଦୁଇ ଦିନ ତାତିରୁ ମିଳିବନି ନିସ୍ତାର

ରାଜ୍ୟ କାହାଣୀ ( ଭୁବନେଶ୍ଵର)ସାରା ରାଜ୍ୟରେ ଆକାଶରୁ ବର୍ଷୁଛି ନିଆଁ ।ତେବେ ଦୁଇ ଦିନ ଯାଏ ତାତିରୁ ନାହିଁ ନିସ୍ତାର । କାଲି ଯାଏ ତାପମାତ୍ରାରେ ବଡ଼ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଦୁଇଦିନ ପରେ ବିଭିନ୍ନ ଜିଲ୍ଲାରେ ୨ରୁ ୪ଡିଗ୍ରି ସେଲସିୟସ ଯାଏ ତାପମାତ୍ରା କମିପାରେ ବୋଲି

ଚଳିତ ବର୍ଷ ଶୀଘ୍ର ଆସିବ ମୌସୁମୀ

ଚଳିତ ବର୍ଷ ଶୀଘ୍ର ଆସିବ ମୌସୁମୀ । ମେ ଶେଷ ସପ୍ତାହ ଆଡକୁ ପହଞ୍ଚିପାରେ ଦକ୍ଷିଣପଶ୍ଚିମ ସୌସୁମୀ ବାୟୁ । ଏହା ପ୍ରଭାବରେ ଦକ୍ଷିଣ ଭାରତରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ୟୁରୋପିଆନ ସେଣ୍ଟର ଫର୍ ମିଡିୟମ ରେଞ୍ଜ ୱେଦର ଫୋରକାଷ୍ଟ (ECMWF) ।ମୌସୁମୀର ପ୍ରାରମ୍ଭ ସାଧାରଣତଃ