ଅନୈତିକ କାର୍ଯ୍ୟକଳାପ; ଯୁବ ସେବାୟତଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା
ଶ୍ରୀମନ୍ଦିରର ଶୁଦ୍ଧ ସୁଆର ତଥା ଯୁବ ଦଇତାପତି ସେବାୟତ ଶ୍ରଦ୍ଧାନନ୍ଦ ଦାସ ମହାପାତ୍ରଙ୍କୁ ଅନୈତିକ କାର୍ଯ୍ୟରେ ଲିପ୍ତଥିବାରୁ ତାଙ୍କ ନାମରେ ମାମଲା ରୁଜୁ ହେବା ସହ ପୁଲିସ ଦ୍ୱାରା ଗିରଫ ହୋଇଥିଲେ । ଘଟଣାକୁ ଅତ୍ୟନ୍ତ ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.!-->…