ସରକାରୀ ଯୋଜନାରେ ବଡ଼ ସଂସ୍କାର : ଅକାମୀ ଯୋଜନା ହେବ ବନ୍ଦ,୧୫ ଦିନ ମଧ୍ୟରେ ରିପୋର୍ଟ ତଲବ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟ ସରକାର ରାଜ୍ୟ ପ୍ରବର୍ତ୍ତିତ ଯୋଜନାଗୁଡ଼ିକର ରୂପରେଖ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଣିକି ପ୍ରଶାସନିକ ଦକ୍ଷତା ବଢ଼ାଇବା ଏବଂ ସମ୍ବଳର ସଠିକ୍ ବିନିଯୋଗ ପାଇଁ ଅଦରକାରୀ ବା କମ୍ ପ୍ରଭାବୀ ଯୋଜନାଗୁଡ଼ିକୁ ବନ୍ଦ କରାଯାଇପାରେ କିମ୍ବା ଅନ୍ୟ!-->…