ପଶ୍ଚିମବଙ୍ଗ ଓ ତାମିଲନାଡୁରେ ମତଦାନ ରେକର୍ଡ, ପଶ୍ଚିମବଙ୍ଗରେ ୯୦ % ଓ ତାମିଲନାଡୁରେ ୮୨ % ଭୋଟ୍

ପ୍ରବଳ ଖରା ସତ୍ତ୍ୱେ ପଶ୍ଚିମବଙ୍ଗ ଓ ତାମିଲନାଡୁରେ ଭୋଟ ବର୍ଷା । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଏବଂ ତାମିଲନାଡୁର ସମସ୍ତ ଆସନ ପାଇଁ ଭୋଟ୍ ଗ୍ରହଣ ଶେଷ ହୋଇଛି । ପ୍ରବଳ ଖରା ସତ୍ତ୍ୱେ ଭୋଟରମାନେ ବହୁ ସଂଖ୍ୟାରେ ବାହାରି ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି ।ସମସ୍ତ

ଜନଗଣନା ପାଇଁ ରାଜସ୍ବ ବିଭାଗର SoP । ସବୁ ଜିଲ୍ଲାପାଳ/ଏସ୍ପି/ ମ୍ୟୁନିସପାଲ୍ କମିଶନରଙ୍କୁ ଚିଠି

ଭୁବନେଶ୍ୱର (ରାଜ୍ୟକାହାଣୀ )ଜନଗଣନା ଅଧିକାରୀଙ୍କ ପାଇଁ ଏସ୍‌ଓପି। ପ୍ରଥମ ପର୍ଯ୍ୟାୟ ଜନଗଣନା-୨୦୨୭ ପାଇଁ ରାଜସ୍ବ ବିଭାଗ ଏସ୍‌ଓପି ଜାରି କରିଛି। ଏ ନେଇ ସବୁ ଜିଲ୍ଲାପାଳ/ଏସ୍‌ପି/ ମ୍ୟୁନିସପାଲ୍‌ କମିଶନରଙ୍କୁ ଚିଠି ହୋଇଛି। ନିୟୋଜିତ ଅଧିକାରୀ ଏବଂ କର୍ମଚାରୀମାନଙ୍କ ସୁରକ୍ଷା ପାଇଁ ଏଭଳି

ଦିଲ୍ଲୀରୁ ଶିମଲା ଯିବ କାର୍ଯ୍ୟାଳୟ, ମାଟି ଘରେ ରହିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦିଲ୍ଲୀରୁ ସିମଲାକୁ ସିଫ୍ଟ ହେଲେ ରାଷ୍ଟ୍ରପତି । ଏଥିପାଇଁ ଦିଲ୍ଲୀର ରାଷ୍ଟ୍ରପତି କାର୍ଯ୍ୟାଳୟ ସିମଲାକୁ ସିଫ୍ଟ କରିଦିଆଯାଇଛି । ୬ ଦିନ ପାଇଁ ଦିଲ୍ଲୀରେ ହେଉଥିବା ସମସ୍ତ କାର୍ଯ୍ୟ ଏବେ ସିମଲା କରାଯିବ । ତେବେ ଏଥିପାଇଁ ହିମାଚଳ ସରକାର ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସମସ୍ତ ପ୍ରକାରର

ଭାରତକୁ ନର୍କ କହି ଅଡୁଆରେ ଟ୍ରମ୍ପ: ସୋସିଆଲ ମିଡିଆ ପୋଷ୍ଟକୁ ନେଇ ହଙ୍ଗାମା

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏଥର ସେ ତାଙ୍କ ପ୍ଲାଟଫର୍ମ ଟ୍ରୁଥ୍ ସୋସିଆଲରେ ଆମେରିକୀୟ ଲେଖକ ଏବଂ ମତାମତକାରୀ ମାଇକେଲ୍ ସାଭେଜଙ୍କ ଏକ ପୁରୁଣା ଭିଡିଓକୁ ରି-ପୋଷ୍ଟ କରିଛନ୍ତି, ଯେଉଁଥିରେ ଭାରତ ଏବଂ ଚାଇନା

ମେ ୧୫ରୁ ୨୧ସିବିଏସଇ ଦଶମ ଶ୍ରେଣୀ ଦ୍ଵିତୀୟ ବୋର୍ଡ଼ ପରୀକ୍ଷା

ପ୍ରକାଶ ପାଇଲା ସିବିଏସଇ ଦଶମ ଶ୍ରେଣୀ ଦ୍ଵିତୀୟ ବୋର୍ଡ଼ ପରୀକ୍ଷା ତାରିଖ । ମେ ୧୫ରୁ ୨୧ତାରିଖ ଯାଏଁ ଚାଲିବ ପରୀକ୍ଷା ।ସକାଳ ୧୦ଟା ୩୦ ରୁ ୧ଟା ୩୦ ଯାଏଁ ଚାଲିବ ପରୀକ୍ଷା । ଚଳିତ ବର୍ଷ ପ୍ରଥମ ଥର ସିବିଏସଇ ପକ୍ଷରୁ ଦ୍ଵିତୀୟ ବୋର୍ଡ଼ ପରୀକ୍ଷା ନିଷ୍ପତ୍ତି ନିଆଯାଇଛି । ଏହା ପୂର୍ବରୁ ବୋର୍ଡ

ଆଜି ରାଜ୍ୟର ବିଭିନ୍ନ ଜିଲ୍ଲା ବର୍ଷା ଆଲର୍ଟ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରଚଣ୍ଡ ଗରମ ଭିତରେ କିଛି ମାତ୍ରାରେ ଆଶ୍ବସ୍ତି ଆଣିବ କାଳବୈଶାଖୀ ବର୍ଷା । ପ୍ରବଳ ଗରମ ସହ କାଳବୈଶାଖୀ ନେଇ ଆଲର୍ଟ ଜାରି ହୋଇଛି। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ପ୍ରବଳ ଗରମ ସହ କାଳବୈଶାଖୀ ବର୍ଷା ନେଇ

ଗ୍ରାହକଙ୍କ ପାଇଁ ଖୁସି ଖବର। ଶସ୍ତା ହେଲା ସୁନା

ଗ୍ରାହକଙ୍କ ପାଇଁ ଖୁସି ଖବର। ଶସ୍ତା ହେଲା ସୁନା। ଆଜି ୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୫୩,୫୫୦ ଟଙ୍କା ରହିଛି। ଗତକାଲି ଏହା ୧,୫୪, ୭୫୦ ଟଙ୍କା ଥିଲା। ଏଥିରେ ୧,୨୦୦ ଟଙ୍କା ହ୍ରାସ ହୋଇଛି।୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୪୦,୭୫୦ ଟଙ୍କା ରହିଛି। ଗତକାଲି ୧,୪୧, ୮୫୦

ସ୍କୁଲ ଛୁଟି ନେଇ ଆଜି ନିଆଯିବ ନିଷ୍ପତ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଓଡ଼ିଶାର ଅଧାରୁ ଅଧିକ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି।ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ। ସ୍କୁଲ ଛୁଟି ନେଇ ଗୁରୁବାର ଦିନ ନିଆଯିବ ନିଷ୍ପତ୍ତି । ଏସଆରସିଙ୍କ ସହ ବୈଠକ ପରେ ପରବର୍ତ୍ତୀ ନିଷ୍ପତ୍ତି ନେବ ଗଣଶିକ୍ଷା ବିଭାଗ ।

ମେ’ ୧ରୁ ନୂଆ ଅନଲାଇନ୍ ଗେମିଂ ନିୟମ, ୧୦ ବର୍ଷ ପର୍ଯ୍ୟନ୍ତ ବୈଧ ରହିବ ସାର୍ଟିଫିକେଟ୍

ଦେଶରେ ଅନଲାଇନ୍ ଗେମିଂଙ୍କୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଅନଲାଇନ୍ ଗେମିଂ ଅଥରିଟି ଅଫ୍ ଇଣ୍ଡିଆ(ଓଜିଏଆଇ) ଗଠନ ନେଇ ବିଜ୍ଞପ୍ତି ଜାରି କରିଛନ୍ତି । ତେବେ ନୂଆ ନିୟମଗୁଡ଼ିକ ଅଧୀନରେ ଗେମିଂ କମ୍ପାନିଗୁଡ଼ିକୁ ବଡ଼ ଆଶ୍ବସ୍ତି ଦେଇଛନ୍ତି ।ସରକାର ସାର୍ଟିଫିକେଟ୍ର ବୈଧତାକୁ ଦୁଇ

ଛାତ୍ରୀ, ମହିଳା କର୍ମଚାରୀଙ୍କ ସୁରକ୍ଷା ପାଇଁ ଏଣିକି ସମସ୍ତ କଲେଜ, ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ଏକ ସୁରକ୍ଷିତ କ୍ୟାମ୍ପସ…

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଛାତ୍ରୀ ଓ ମହିଳାଙ୍କ ସୁରକ୍ଷା ନେଇ ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନକୁ ଚିଠି କରାଯାଇଛି ।କ୍ୟାମ୍ପସରେ ବାରମ୍ବାର ଯୌନ ନିର୍ଯାତନା, ଛାତ୍ରୀଙ୍କୁ ଦୁର୍ବବ୍ୟହାର, ଅଶ୍ଲୀଳ ଆଚରଣ ପ୍ରଦର୍ଶନର ଅଭିଯୋଗ ହେଉଛି । ଏହାକୁ ନେଇ ଏବେ ଚିନ୍ତାରେ