ଅକ୍ଷିତାଙ୍କୁ ବିବାହ କଲେ ପେସ୍‌ ବୋଲର ଆକାଶ ଦୀପ

ଭାରତୀୟ କ୍ରିକେଟ୍‌ ଦଳର ପେସ୍‌ ବୋଲର ଆକାଶ ଦୀପ ସିଂହ ବୁଧବାର ତାଙ୍କ ଜିଲାର ଅକ୍ଷିତା ରାଜ୍‌ଙ୍କୁ ବିବାହ କରିଛନ୍ତି। ୨୦୨୪ରେ ଫେବ୍ରୁଆରିରେ ପଦାର୍ପଣ କରିଥିବା ଆକାଶ, ଭାରତ ପକ୍ଷରୁ ୧୦ ଟେଷ୍ଟ୍‌ ଖେଳିଛନ୍ତି। ବିହାରର ରୋହତକ ଜିଲ୍ଲାର ମାଣିକପୁର ଗାଁର ଝିଅ ଅକ୍ଷିତାଙ୍କ ହାତ ଧରିବା ପରେ

ଆମେରିକା-ଇରାନ ଚୁକ୍ତି ପରେ ହୋର୍ମୁଜ୍ ପାର୍ କରି ଭାରତ ଅଭିମୁଖେ ବାହାରିଲେ ୩୦ଜାହାଜ !

ପଶ୍ଚିମ ଏସିଆରେ ଦୀର୍ଘ ସପ୍ତାହ ଧରି ଲାଗି ରହିଥିବା ଯୁଦ୍ଧ ଓ ଉତ୍ତେଜନା ମଧ୍ୟରେ ଭାରତ ସମେତ ସମଗ୍ର ବିଶ୍ୱ ଶକ୍ତି ବଜାର ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ଇରାନ ଏବଂ ଆମେରିକା ମଧ୍ୟରେ ଅନ୍ତରୀଣ ଚୁକ୍ତି ପରେ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ତେଲ ପରିବହନ ମାର୍ଗ

ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଦ୍ବାରା ସ୍ୱତନ୍ତ୍ର ପୁସ୍ତିକା “ବିକାଶର ଧାରା, ଓଡ଼ିଶା ସାରା” ଉନ୍ମୋଚିତ

ଭୁବନେଶ୍ୱର, ରାଜ୍ୟ କାହାଣୀ,ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବୁଧବାର ଦିନ ପୁରୀ ପୌରପାଳିକାର ଟାଉନ୍ ହଲ୍‌ଠାରେ ରାଜ୍ୟ ସ୍ତରୀୟ 'ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ' ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ନାଗରିକମାନଙ୍କର

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା! ୧୬ ପେନ୍‌ଡ୍ରାଇଭ୍ ସହ କୋର୍ଟରେ ପହଞ୍ଚିଲା ଫାଇନାଲ୍ ଚାର୍ଜସିଟ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ଫାଇନାଲ୍ ଚାର୍ଜସିଟ୍ କୋର୍ଟରେ ଦାଖଲ କଲା ପୋଲିସ । ୩୯୬ ପୃଷ୍ଠାର ଫାଇନାଲ ଚାର୍ଜସିଟ୍ ଦାଖଲ କଲା ପୋଲିସ । ଏହାସହ ୧୬ଟି ପେନ୍‌ଡ୍ରାଇଭ ମଧ୍ୟ ଦାଖଲ କରିଛି ପୋଲିସ ।ପୀତବାସ ପଣ୍ଡାଙ୍କ ହତ୍ୟା ଘଟଣା ରାଜ୍ୟବ୍ୟାପୀ

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣା, ପୁଲିସ ଜେରା ବେଳେ ଗୁମର ଖୋଲିଲେ ପ୍ରେମିକ ଭୀମସେନ

ମୟୂରଭଞ୍ଜର ମେଡିକାଲ୍ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ତାଙ୍କ ପ୍ରେମିକ ପ୍ରଶାସନିକ ଅଧିକାରୀ ଭୀମସେନ ଟୁଡୁଙ୍କୁ ୪୮ ଘଣ୍ଟିଆ ରିମାଣ୍ଡ୍‌ରେ ଆଣିଥିଲା ବାରଙ୍ଗ ଥାନା ପୁଲିସ । ପୁଲିସ ଭୀମସେନଙ୍କୁ ଜେରା କରି ୨୪ ଘଣ୍ଟାରେ କୋର୍ଟରେ ହାଜର କରିଥିଲା ।ପରେ ତାଙ୍କୁ ବିଚାର

ଆସନ୍ତା ନିର୍ବାଚନରେ ମୁଁ ନେତୃତ୍ୱ ନେବି: ନବୀନ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଜେଡିରେ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସାମିଲ ହେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା । ଦଳର ଶୀର୍ଷ ନେତୃତ୍ବଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ମିଶିଲେ ସୁଜାତା । ତେବେ ନିର୍ବାଚନକୁ ନେଇ ନବୀନ ପଟ୍ଟନାୟକ ବଡ଼ ବୟାନ ଦେଇଛନ୍ତି । ସୁଜାତା ଜଣେ ସାଧାରଣ କର୍ମୀ

ଶିଶୁବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ବଣ୍ଟନ ହେବ ସ୍କୁଲ୍ ବ୍ୟାଗ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍‌। ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି ବ୍ୟାଗ୍‌ ମିଳିବ। ଶୀଘ୍ର ବଣ୍ଟନ କରିବାକୁ ଡିଇଓ ଏବଂ ଡିପିସିଙ୍କୁ ଓସେପାର ଚିଠି ଲେଖିଛି। ବ୍ଲକସ୍ତରରୁ ଓସିକ୍‌ ଏହି ନୂଆ ସ୍କୁଲ ବ୍ୟାଗ୍‌

ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ସୁଜାତା । ସମସ୍ତ ବିଧାୟକ, ସାଂସଦ ଓ ନେତାମନ୍ତ୍ରୀ ଥିଲେ ଉପସ୍ଥିତ । ଆନୁଷ୍ଠାନିକ ଭାବେ ସୁଜାତାଙ୍କ ନାଁ ଘୋଷଣା କରିଛନ୍ତି ନବୀନ

ଋଣ ଖିଲାପ ଅଭିଯୋଗରେ ଜଣେ ଦିବ୍ୟାଙ୍ଗ ବୃଦ୍ଧଙ୍କ ଘର ପ୍ରଶାସନ ଦ୍ୱାରା ସିଲ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକରୁ ଆସିଛି ବ୍ୟବସ୍ଥାର ବିକଳ ଚିତ୍ର । ଋଣ ନନେଇ ବି ଜଣଙ୍କ ଘର ସିଲ୍ କରି ଦେଇଛନ୍ତି ବ୍ୟାଙ୍କ କର୍ତ୍ତୁପକ୍ଷ । ଜମନକିରା ବ୍ଲକ ଗୌଡ଼ପାଲି ରାଜସ୍ବ ସର୍କଲ ଅନ୍ତର୍ଗତ ଗୌତମପାଲି ଗାଁରୁ ଆସିଛି ଏହି ଅଭିଯୋଗ ।ଫଳରେ ଗୋଟିଏ କୋଠରୀରେ

ରଥଯାତ୍ରା ପାଇଁ ବସ୍ ପାର୍କିଂଠାରୁ ଆରମ୍ଭ କରି ଟୋଲ୍ ଫି ଛାଡ଼, ଯାତ୍ରୀ ସୁବିଧା କେନ୍ଦ୍ର ଓ ବ୍ରେକଡାଉନ୍ ସେବା ମାଗଣା…

ଭୁବନେଶ୍ୱର (ରାଜ୍ୟକାହାଣୀ )ରଥଯାତ୍ରା ପାଇଁ ପରିବହନ ବିଭାଗର ମାଷ୍ଟର ପ୍ଲାନ୍ ପ୍ରସ୍ତୁତ । ଶ୍ରଦ୍ଧାଳୁଙ୍କ ସୁରକ୍ଷିତ ଓ ସୁଗମ ଯାତାୟାତ ପାଇଁ ଏବର୍ଷ ପୁରୀକୁ ପ୍ରାୟ ଏକ ହଜାର ବସ୍ ଚଳାଚଳ କରିବ । ବସ୍ ପାର୍କିଂଠାରୁ ଆରମ୍ଭ କରି ଟୋଲ୍ ଫି ଛାଡ଼, ଯାତ୍ରୀ ସୁବିଧା କେନ୍ଦ୍ର ଓ ବ୍ରେକଡାଉନ୍