ଇରାନ-ଆମେରିକା ବିବାଦରେ ମଧ୍ୟସ୍ଥତା କରିପାରେ ଭାରତ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି। ଜର୍ମାନୀରେ ଭାଷଣ ଦେଇ ସେ କହିଛନ୍ତି ଯେ ଭାରତ ଦୁଇ ରାଷ୍ଟ୍ର ମଧ୍ୟରେ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଛି, କିନ୍ତୁ ଉଲ୍ଲେଖ କରିଛନ୍ତି ଯେ ପ୍ରତ୍ୟେକ ଜିନିଷ

ଜେଲରୁ କଏଦି ଫେରାର, କର୍ତ୍ତୃପକ୍ଷଙ୍କ ଅବହେଳା ଓ ଢିଲା ସୁରକ୍ଷା ନେଇ ଉଠିଛି ପ୍ରଶ୍ନ

ରାଜ୍ୟ କାହାଣୀ (ଭୁବନେଶ୍ଵର)କଳାହାଣ୍ଡି ଜିଲା କାରାଗାରରୁ ଜଣେ ବିଚାରଧିନ କଏଦୀ ଫେରାର ମାରିଛି। ଫେରାର କଏଦୀ ଜଣକ ସଦର ଥାନା ଅନ୍ତର୍ଗତ ଠେମରା ଗାଁର ଜଗନ୍ନାଥ ଶବର ବୋଲି ଜଣାପଡିଛି। ସଦର ଥାନା ଅଞ୍ଚଳର ୩ଟି ଚୋରି ମାମଲାରେ ଗତ ଫେବ୍ରୁଆରୀ ୧୪ ତାରିଖରୁ ସେ ବିଚାରଧିନ କଏଦୀ ଭାବରେ ସ୍ଥାନୀୟ

ଜନଗଣନାରେ ନିୟୋଜିତ ଥିବା ସରକାରୀ କର୍ମଚାରୀଙ୍କୁ ଆକ୍ରମଣ କରୁଥିବା ଦୋଷୀଙ୍କ ଉପରେ ହେବ କଠୋର ଆକ୍ସନ

ଭୁବନେଶ୍ୱର (ରାଜ୍ୟକାହାଣୀ )ଅଧିକ ଖରା ହେଲେ ବନ୍ଦ କରାଯାଇପାରେ ଜନଗଣନା । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଜନଗଣନା ବେଳେ କିଛି ଅଧିକାରୀ ଅସୁସ୍ଥ ହେବା ଖବର ଆସିଛି । ଆଜି ବିଭାଗୀୟ ଅଧିକାରୀଙ୍କବୈଠକ ପାଇଁ ଡକାଯାଇଛି । ଏହା ପରେ

ଆଜି ‘ୱାର୍ଲ୍ଡ ଆର୍ଥ ଡେ’ ବା ବିଶ୍ବ ପୃଥିବୀ ଦିବସ

ଆଜି 'ୱାର୍ଲ୍ଡ ଆର୍ଥ ଡେ' ବା ବିଶ୍ବ ପୃଥିବୀ ଦିବସ। ଆଜି ‘ବିଶ୍ୱ ପୃଥିବୀ ଦିବସ’ ଅବସରରେ ପୃଥିବୀକୁ ରକ୍ଷା କରିବା ପାଇଁ ସମଗ୍ର ବିଶ୍ୱ ଏକଜୁଟ ହୋଇଛି । ଏହା କେବଳ ଏକ ଉତ୍ସବ ପାଳନ ନୁହେଁ, ବରଂ ଆଗାମୀ ପିଢ଼ିର ସୁରକ୍ଷିତ ଭବିଷ୍ୟତ ପାଇଁ ଏକ ଦୃଢ଼ ସଙ୍କଳ୍ପ ନେବାର ବେଳ ବୋଲି

ଷଠି ଗାୟତ୍ରୀ ଟ୍ରେଡର୍ସ ଠାରେ ବିଶାଳ କୃଷକ ସଭା ଅନୁଷ୍ଠିତ

ବାହାନଗା, ବାଲେଶ୍ୱର ଜିଲ୍ଲା, ବାହାନଗା ବ୍ଲକ ଷଠୀ ମଙ୍ଗଳା ଛକ ଠାରେ, ଆଜି ବିଶାଳ କୃଷକ ସଭା ଅନୁଷ୍ଠିତ ହୋଇଯାଇଛି, ଏହି ସଭା ଏକ ସାଧାରଣ ସଭା ଆୟୋଜିତ ହୋଇଥିଲା, ସଭା ରେ ସଭାପତି ଭାବେ କାର୍ଯ୍ୟ ସଂପାଦନ କରିଥିଲେ ଗାୟତ୍ରୀ ଟ୍ରେଡର୍ଷ ର ପ୍ରୋପାଇଟର ଶରତ କୁମାର ସାମଲ, ମୁଖ୍ୟ ଅତିଥି

ଖୋଲିଲା ବିଶ୍ୱପ୍ରସିଦ୍ଧ କେଦାରନାଥ ଦ୍ୱାର! ଜାଣନ୍ତୁ କଣ ରହିଛି ଦର୍ଶନର ନିୟମ

ଆଜି ପାରମ୍ପରିକ ରୀତିନୀତି ଏବଂ ବୈଦିକ ମନ୍ତ୍ର ଉଚ୍ଚାରଣରେ ଖୋଲିଲା କେଦାରନାଥ ଦ୍ୱାର । କପାଟ ଖୋଲିବା ମାତ୍ରେ ସମଗ୍ର ମନ୍ଦିର ପରିସର "ହର ହର ମହାଦେବ" ଏବଂ "ଜୟ ବାବା କେଦାର" ଧ୍ୱନିରେ ପ୍ରକମ୍ପିତ ହୋଇ ଉଠିଥିଲା।ସାରା ଭାରତରୁ ପହଞ୍ଚିଛନ୍ତି ବାବାଙ୍କ ଭକ୍ତ । ଭକ୍ତମାନଙ୍କ ମଧ୍ୟରେ

ଜନଗଣନା କରୁଥିବା କର୍ମଚାରୀଙ୍କ ସୁରକ୍ଷା ନେଇ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗର ଚିଠି

ଭୁବନେଶ୍ୱର (ରାଜ୍ୟକାହାଣୀ )ଜନଗଣନାରେ ନିୟୋଜିତ କର୍ମଚାରୀଙ୍କୁ ସୁରକ୍ଷା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଚିଠି ଲେଖିଛି । ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଜନଗଣନା ମେ ୧୫ ଯାଏଁ ଚାଲିବ । ସାରା

କୋଣାର୍କ ସୂର୍ଯ୍ୟମନ୍ଦିରରୁ ଖୁବ୍‌ଶୀଘ୍ର କଢ଼ାଯିବ ବାଲି

ଭୁବନେଶ୍ୱର (ରାଜ୍ୟକାହାଣୀ )କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ଖୁବ୍‌ଶୀଘ୍ର ବାଲି କଢ଼ାଯିବ ସୂଚନା ମିଳିଛି । ଏନେଇ ସମସ୍ତ ବୈଷୟିକ କାର୍ଯ୍ୟ ଶେଷ ହୋଇଥିବା ଏଏସ୍‌ଆଇ ପକ୍ଷରୁ କୁହାଯାଇଛି ।ପୂର୍ବରୁ ମନ୍ଦିରର ପଶ୍ଚିମ ପାଖ କାନ୍ଥରେ ଡ୍ରିଲିଂ କରାଯାଇ ବାଲିର ସ୍ଥିତି ଅନୁଧ୍ୟାନ କରାଯାଇଥିଲା।

ଭାରତ କେବେବି ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ, ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ…

ଆଜି ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ଗୋଟିଏ ବର୍ଷ ପୂରିଛି । ଆକ୍ରମଣର ପ୍ରଥମ ବାର୍ଷିକୀରେ ଭାରତ ପହଲଗାମ ସହିଦଙ୍କୁ ଭୁଲିନାହିଁ ।ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି,

ଓକାକ ଟେଣ୍ଡର ପ୍ରକ୍ରିୟାରେ ଦୁର୍ନୀତି ଅଭିଯୋଗ । ୭ ଦିନ ଭିତରେ ରିପୋର୍ଟ ମାଗିଲେ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )OCACରେ ଦୁର୍ନୀତି ଅଭିଯୋଗ ମାମଲାରେ ରିପୋର୍ଟ ତଲବ । ଭର୍ଚୁଆଲ୍ କ୍ଲାସରୁମ୍ ସେଟଅପରେ ଘୋଟାଲା ଅଭିଯୋଗ ମାମଲାରେ ରିପୋର୍ଟ ମାଗିଲେ ବଭାଗୀୟ ମନ୍ତ୍ରୀ । ୭ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ । ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, OCACରେ ‘ଭର୍ଚୁଆଲ୍