ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରା
ଭୁବନେଶ୍ୱର (ରାଜ୍ୟକାହାଣୀ )ପବିତ୍ର ଅକ୍ଷୟ ତୃତୀୟା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଏହି ଅବସରରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଇଛି। ମଧ୍ୟାହ୍ନ ଧୂପ ବଢିବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ପୂଜାପଣ୍ଡା ସେବାୟତମାନେ ରଥଖଳା ଠାରେ ପହଞ୍ଚିବା ପରେ!-->…