ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଲା ଓଟିଇଟି-୨୦୨୬ ରେଜଲ୍ଟ
ଭୁବନେଶ୍ୱର (ରାଜ୍ୟ କାହାଣୀ )ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଲା ଓଟିଇଟି-୨୦୨୬ ରେଜଲ୍ଟ । ମୋଟ ପାସ ହାର ୬୪.୪୮ ପ୍ରତିଶତ ରହିଛି । ପରୀକ୍ଷା ପାଇଁ ୯୭ ହଜାର ୧୫୧ ଜଣ ଆବେଦନ କରିଥିଲେ । ସେଥିରୁ ୫୩ ହଜାର ୩୧୪ ଜଣ କୃତକାର୍ଯ୍ୟ ହୋଇଛନ୍ତି ।ଗତ ଜୁଲାଇ ୫ ତାରିଖରେ ହୋଇଥିଲା ଏହି!-->…