ରାତି ୮ଟା ୩୦ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ମହିଳା ସଂରକ୍ଷଣ ବିଲ୍ ଉପରେ ବିତର୍କ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାତି ୮ଟା ୩୦ ମିନିଟରେ ଦେଶକୁ ସମ୍ବୋଧନ କରିବେ । ସୁତ୍ର ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦି ମହିଳା ସଂରକ୍ଷଣ ବିଲ୍ ଉପରେ କହିବା ଆଶା କରାଯାଉଛି ।ତେବେ ପ୍ରଧାନମନ୍ତ୍ରୀ କେଉଁ ବିଷୟ ଉପରେ ଦେଶକୁ

ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଅଭିଯୋଗ

ଭୁବନେଶ୍ୱର (ରାଜ୍ୟକାହାଣୀ )ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ହତ୍ୟା ଉଦ୍ୟମ । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହେଲେ ତହସିଲଦାର । ଲଘୁ ଖଣିଜ ଲୁଟ୍ ହେଉଥିବା ନେଇ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ସମୟରେ ବ୍ୟାସନଗର ତହସିଲଦାରଙ୍କ ଉପରେ

ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଗିରଫ । ଦିଲ୍ଲୀରେ ଗିରଫ କଲା ପୋଲିସ

ଭୁବନେଶ୍ୱର (ରାଜ୍ୟକାହାଣୀ )ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ। ଭୁବନେଶ୍ବରର ଶେଖ୍ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ତାଙ୍କ ସହ ଅନ୍ୟ ୩ ଜଣଙ୍କୁ ବି ଗିରଫ କରାଯାଇଛି। ଅନ୍ୟ ଅଭିଯୁକ୍ତଙ୍କ ଭିତରେ ଅଛନ୍ତି ମହାରାଷ୍ଟ୍ରର ୨ ଜଣ ଓ ବିହାର

ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା

ରାଜ୍ୟ କାହାଣୀ (ଭୁବନେଶ୍ଵର)ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା । ଖୁବଶୀଘ୍ର ରାଜ୍ୟ ସରକାର ପ୍ରତିଷ୍ଠା କରିବେ SITI ଓଡ଼ିଶା । SITI ହେଉଛି ଷ୍ଟେଟ ଇନଷ୍ଟିଚ୍ୟୁଟ ଫର୍ ଟ୍ରାନ୍ସଫରମେଟିଭ୍ ଇନିସିଏଟିଭ୍ ।କେନ୍ଦ୍ର ସରକାରଙ୍କ ନିତି ଆୟୋଗ ଢ଼ାଂଚାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ

ନିର୍ମାଣ ହେବ ହିଟୱେଭ ଆଶ୍ରୟ ସ୍ଥଳୀ: ମନ୍ତ୍ରୀ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଟାଣ ଖରା ସମୟରେ ଯାତ୍ରୀ ପରିବହନ ଉପରେ କଟକଣା ଲଗାଇବେ ସରକାର । ଅଧିକ ଖରା ହେଉଥିବା ଜାଗାରେ ହିଟୱେଭ ଆଶ୍ରୟ ସ୍ଥଳୀ ନିର୍ମାଣ କରିବେ । ଯାତାୟତ କରିବା ରାସ୍ତାରେ ଡ୍ରାଇଭରଙ୍କ ପାଇଁ ବିଶ୍ରାମ, ORS, ପିଇବା ପାଣିର ବ୍ୟବସ୍ଥା କରାଯାଇଛି । ଏନେଇ ସୂଚନା ଦେଲେ

ଲୋକସଭାରେ କାଟ୍ ଖାଇଲା ସମ୍ବିଧାନ ସଂଶୋଧନ ବିଲ୍ ।ବିଜେପି ଚାହିଁଲା ବିଲ୍ ପାସ୍ ନହେଉ-ଅରୁଣ ସାହୁ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଜେଡିର ଇଣ୍ଡି ମେଣ୍ଟ ସହ ହୋଇଛି ଅଘୋଷିତ ବୁଝାମଣା । ମହିଳା ସଂରକ୍ଷଣ ବିଲ କାଟ ଖାଇବା ପ୍ରସଙ୍ଗରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ପ୍ରତିକ୍ରିୟା ରଖି କହିଛନ୍ତି, ଆଗରୁ ବିଜେପିକୁ ସମର୍ଥନ କରୁଥିଲେ, ଏବେ ଇଣ୍ଡି ମେଣ୍ଟକୁ ସମର୍ଥିନ । ଏହା ଦ୍ୱାରା

ବୁଧବାର ସୁଦ୍ଧା ଇରାନ ସହ କୌଣସି ଚୁକ୍ତି ନହେଲେ ପୁଣି ବର୍ଷିବ ବୋମା : ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚେତାବନୀ ଦେଇଛନ୍ତି, ଯଦି ବୁଧବାର ସୁଦ୍ଧା ଇରାନ ସହିତ ଏକ ଚୁକ୍ତି ନହୁଏ, ତେବେ ଆମେରିକା ପୁଣି ଥରେ ବୋମାମାଡ଼ କରିପାରେ। ଲେବାନନରେ, ୧୦ ଦିନିଆ ଅସ୍ତ୍ରବିରତି କାର୍ଯ୍ୟକାରୀ ହେବା ପରେ ଏକ ଉତ୍ସବମୁଖୀ ପରିବେଶ ସୃଷ୍ଟି ହୋଇଛି, ଯାହା ଇସ୍ରାଏଲୀ ଏବଂ

ପୁରୀ ଚନ୍ଦନ ଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ

ଚଳିତ ବର୍ଷ ପୁରୀ ଚନ୍ଦନ ଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ । ଆସନ୍ତା ୨୦ ତାରିଖରେ ଚନ୍ଦନଯାତ୍ରା ଥିବାରୁ ଏହାକୁ ନେଇ ପୁରୀ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୁରୀ ଏସପି ପ୍ରତୀକ ସିଂଙ୍କ ସୂଚନା ଅନୁଯାୟୀ, ନରେନ୍ଦ୍ର ପୁଷ୍କରିଣୀରେ କଡ଼ା

ଅକ୍ଷୟ ତୃତୀୟାରେ ସିଏମ କିଷାନ ସହାୟତା ରାଶି

ଭୁବନେଶ୍ୱର (ରାଜ୍ୟକାହାଣୀ )ଚଳିତ ମାସ ୨୦ରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଯୋଗ୍ୟ ଚାଷୀଙ୍କୁ ସିଏମ-କିଷାନ ସହାୟତା ରାଶି ଦିଆଯିବ। କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ପରିସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ପ୍ରଦାନର ଶୁଭାରମ୍ଭ କରିବେ। ରାଜ୍ୟର ୪୧ ଲକ୍ଷ ୬୮ହଜାର ୫୮୨

ଅଣ୍ଡା ଦେଲେନି ଫେରିଗଲେ ଅଲିଭରିଡଲେ

ଭୁବନେଶ୍ୱର (ରାଜ୍ୟକାହାଣୀ )ଅଣ୍ଡା ନଦେଇ ଫେରିଗଲେ ଅଲିଭରିଡଲେ । ଏପ୍ରିଲ ମାସ ସରିବାକୁ ବସିଲାଣି ମାତ୍ର ଆଜି ଯାଏଁ ବିରଳ ଅଲିଭରିଡଲେ କଇଁଛ ସାମୂହିକ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହେଉନାହାନ୍ତି । ଦୀର୍ଘ ଦୁଇ ମାସ ଧରି କୂଳରୁ ୫ଶହ ମିଟର ମଧ୍ୟରେ ଲକ୍ଷାଧିକ ମାଆ କଇଁଛ ଠୁଳ ହୋଇଥିବା