ଦେଶର ପ୍ରଥମ ଲୋକଭବନ ଭାବେ ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବିଲ୍ଡିଂ ମାନ୍ୟତା
ଭୁବନେଶ୍ଵର (ରାଜ୍ୟ କାହାଣୀ )ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା । ଓଡ଼ିଶା ଲୋକଭବନ ହାସଲ କରିଛି ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନ୍ସିଲ୍ (IGBC)ର ସମ୍ମାନଜନକ ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍ । ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା!-->…