ସଂସଦରେ ମୋଦିଙ୍କୁ କାହିଁକି ଯାଦୁକର କହିଲେ ରାହୁଲ !

ସଂସଦର ସ୍ୱତନ୍ତ୍ର ଅଧିବେଶନରେ ଶୁକ୍ରବାର ଦେଖିବାକୁ ମିଳିଛି ଏକ ମଜାଦାର ମୁହୂର୍ତ୍ତ । ମହିଳା ସଂରକ୍ଷଣ ବିଲ୍ ଉପରେ ଚର୍ଚ୍ଚା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦି ଓ ନିଜକୁ ନେଇ ଏଭଳି ଏକ ମନ୍ତବ୍ୟ ଦେଇଛନ୍ତି, ଯାହା ଶୁଣି ପୂରା ଗୃହ ହସରେ ଫାଟି ପଡ଼ିଥିଲା ।ସଂସଦରେ

ଝାଡ଼ଖଣ୍ଡ TET ସିଲାବସରେ ଓଡ଼ିଆ ଲିପିକୁ ଅବମାନନା , ତୁରନ୍ତ ସଂଶୋଧନ ଦାବି

ଝାଡ଼ଖଣ୍ଡରେ ଓଡ଼ିଆ ଲିପିକୁ ଅବମାନନା । ଝାଡ଼ଖଣ୍ଡ ଟିଇଟି ସିଲାବସରେ ଓଡ଼ିଆ ଲିପିକୁ ଅବମାନନା କରାଯାଇଛି । ଯାହାକୁ ନେଇ ଆପତ୍ତି ଉଠାଇଛନ୍ତି ଓଡ଼ିଶା ସରକାର । ଓଡ଼ିଆ ଭାଷାର ସିଲାବସକୁ ଏହାର ନିଜସ୍ୱ ସ୍ୱତନ୍ତ୍ର ଲିପି ପରିବର୍ତ୍ତେ ଦେବନାଗରୀ ଲିପିରେ ପ୍ରକାଶ କରାଯାଇଥିବାରୁ ଏହାକୁ ନେଇ

ବିରାଟଙ୍କ ‘ଲାଇକ୍‌କୁ’ ନେଇ ପୁଣି ବିବାଦ !ଏଥର ଜର୍ମାନ ମଡେଲ…

ଇନଷ୍ଟାଗ୍ରାମ୍‌ରେ ଜଣେ ଜର୍ମାନ ମଡେଲଙ୍କ ଫଟୋକୁ ‘ଲାଇକ୍‌’ କରି ଚର୍ଚ୍ଚାକୁ ଆସିଯାଇଛନ୍ତି କ୍ରିକେଟର୍‌ ବିରାଟ କୋହଲି । ଏହି ମଡେଲ ହେଉଛନ୍ତି ଲିଜ୍‌ ଲାଜ୍‌ । ଏହା ଜଣାପଡ଼ିବା ପରେ ସୋସିଆଲ ମିଡିଆରେ ଏହାକୁ ନେଇ ବିଭିନ୍ନ କଳ୍ପନା ଜଳ୍ପନା ଆରମ୍ଭ ହୋଇଯାଇଛି । କେତେକ ପ୍ରଶଂସକ ଏହାକୁ ନେଇ

ବିଜୁ ବାବୁଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ ପଟ୍ଟନାୟକ

ଭୁବନେଶ୍ୱର (ରାଜ୍ୟକାହାଣୀ )ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧବାର୍ଷିକୀ । ବିଜୁ ବାବୁଙ୍କୁ ଆଜି ମନେ ପକାଉଛି ସାରା ଓଡ଼ିଶା । ପ୍ରତିଟି ଓଡ଼ିଆଙ୍କ ସ୍ୱାଭିମାନ, ମହାନ ଜନନାୟକ ବିଜୁ ବାବୁଙ୍କ ତିରୋଧାନ ଦିବସରେ ବିନମ୍ର

ରିଲିଜ ହେଲା ‘ଭୂତ ବଙ୍ଗଲା’! ୧୬ ବର୍ଷ ପରେ ଏକାଠି ହେଲେ ଅକ୍ଷୟ କୁମାର ଓ ପ୍ରିୟଦର୍ଶନ

ରିଲିଜ ହୋଇଯାଇଛି ଅକ୍ଷୟ କୁମାରଙ୍କ ଅଭିନୀତ ସିନେମା 'ଭୂତ ବଙ୍ଗଲା' । ସିନେମାଟି ଭରପୁର କମେଡି ସହିତ ସସ୍ପେନ୍ସ ଓ ହରର୍କୁ ସଠିକ ପରିମାଣରେ ମିଶ୍ରଣ କରି ଦର୍ଶକଙ୍କ ମନୋରଞ୍ଜନ କରିବାରେ ସଫଳ ହୋଇଛି ବୋଲି କୁହାଯାଉଛି । ଏହାରି ମଧ୍ୟରେ ‘ଭୂତ ବଙ୍ଗଳା’ ପେଡ୍ ପ୍ରିଭ୍ୟୁରେ ଭଲ

ଯୁଦ୍ଧକୁ ନେଇ UNରେ ମୁହଁ ଖୋଲିଲା ଭାରତ:ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ସବୁ ସମାଧାନ ହୋଇପାରିବ

ଷ୍ଟ୍ରେଟ୍ ଅଫ୍ ହର୍ମୋଜକୁ ନେଇ ପ୍ରତିକ୍ରିୟା ରଖିଲା ଭାରତ । ଜାତିସଙ୍ଘରେ ଦେଶର ଆଭିମୁଖ୍ୟକୁ ସ୍ପଷ୍ଟ କରିଛନ୍ତି ୟୁଏନରେ ଭାରତର ସ୍ଥାୟୀ ପ୍ରତିନିଧି ପର୍ବତନେନୀ ହରିଶ । ଇରାନ ଏବଂ ମଧ୍ୟପ୍ରାଚ୍ୟରେ ଜାରି ସଙ୍ଘର୍ଷକୁ ନେଇ ସେ ପ୍ରତିକ୍ରିୟା ରଖିଛନ୍ତି । ସେ ଉଲ୍ଲେଖ କରିଛନ୍ତି ଯେ, ୨୮

ଏଣିକି ଆଉ ରନ ୱେ କ୍ଳିଅର ପାଇଁ ଅପେକ୍ଷା କରିବାକୁ ପଡିବ ନାହିଁ। ଘଣ୍ଟାକୁ ଉଡ଼ିବ ୧୫ରୁ ୨୦ ବିମାନ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର ।ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରର ଦେଶର ଅନ୍ୟତମ ବ୍ୟସ୍ତ ବହୁଳ ବିମାନ ‌ବନ୍ଦର ଆଡକୁ ଅଗ୍ରସର ହେଉଛି । ବିମାନବନ୍ଦର ପକ୍ଷରୁ 1566 ମିଟର ବିଶିଷ୍ଟ ପିପିଟି ଏବଂ ଆରଇଟି ନିର୍ମାଣ କରାଯାଇଛି । ଯାହା

ବିଜୁ ପଟ୍ଟନାୟକଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଉପସ୍ଥିତ ଥିଲେ ବାଚସ୍ପତି ସୁରମା

ଏଣିକି ଫଳ ପଚାଇବାକୁ କାରବାଇଡ ବ୍ୟବହାର କରାଗଲେ ନିଆଯିବ କଡ଼ା ଆକ୍ସନ

ଫଳକୁ କୃତ୍ରିମ ଭାବେ ପଚାଇବା ଏକ ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସମସ୍ୟା ହୋଇଥିବାରୁ, ଭାରତ ସରକାର ଏବଂ ଖାଦ୍ୟ ସୁରକ୍ଷା କର୍ତ୍ତୃପକ୍ଷ ତଥା FSSAI ଏଥିପାଇଁ ଅନେକ କଠୋର ପଦକ୍ଷେପ ଗ୍ରହଣ କରିଛି। ସରକାର କାଲସିୟମ୍ କାର୍ବାଇଡ୍ ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରିଛନ୍ତି।ସବୁ ରାଜ୍ୟ ଏବଂ

ଇସ୍ରାଏଲ-ଲେବାନନରେ ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା

ମଧ୍ୟପ୍ରାଚ୍ୟରେ ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ଉତ୍ତେଜନା ହ୍ରାସ କରିବା ଦିଗରେ ଆମେରିକା ଏକ ବଡ଼ ପଦକ୍ଷେପ ନେଇଛି। ଲେବାନନ୍-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଇସଲାମାବାଦରେ ଇରାନ ଏବଂ ଆମେରିକା ମଧ୍ୟରେ ଦ୍ୱିତୀୟ