ଧଉଳି ଗଣନାଟ୍ୟ ଯାତ୍ରା ଅଭିନେତା ରୁଦ୍ର ନାରାୟଣ ଗୁରୁତର, ମେଡିକାଲରେ ଭର୍ତ୍ତି
ଭୁବନେଶ୍ୱର (ରାଜ୍ୟକାହାଣୀ )ଯାତ୍ରା ଅଭିନେତା ରୁଦ୍ର ନାରାୟଣ ଗୁରୁତର । ଧଉଳି ଗଣନାଟ୍ୟ ଯାତ୍ରା ପାର୍ଟିର ଅଭିନେତା ରୁଦ୍ରନାରାୟଣ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ । ଅଭିନେତା ରୁଦ୍ର ଗୁରୁତର ଆହତ ହୋଇ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଭଦ୍ରକ ପୀରହାଟ ନିକଟରେ!-->…