ଓଏଏସ୍ କନିଷ୍ଠ ବର୍ଗ ଏବଂ ଓଆରଏସ୍ ଅଧିକାରୀଙ୍କ ପାଇଁ ନୂତନ ବଦଳି ନୀତି ଜାରି

ରାଜ୍ୟକାହାଣୀ ( ଭୁବନେଶ୍ୱର )ଓଏଏସ୍ (କନିଷ୍ଠ ବର୍ଗ) ଏବଂ ଓଆରଏସ୍ ଅଧିକାରୀଙ୍କ ପାଇଁ ନୂତନ ବଦଳି ନୀତି ଜାରି । ନୂତନ ନିୟମ ଅନୁଯାୟୀ, ପ୍ରତିବର୍ଷ ୧୫ ଏପ୍ରିଲ୍ ଠାରୁ ୧୫ ଜୁନ୍ ମଧ୍ୟରେ ସାଧାରଣ ବଦଳି କାର୍ଯ୍ୟ ସମ୍ପାଦିତ ହେବ। ଏହା ବ୍ୟତୀତ ଅନ୍ୟ ସମୟରେ ବଦଳି ପାଇଁ ଉଚ୍ଚତର

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଜେଡି ସୁପ୍ରିମୋ ,୪୮ ଘଣ୍ଟାରେ ଡକାଯାଉ ବିଧାନସଭା ସ୍ବତନ୍ତ୍ର ଅଧିବେଶନ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି ।ନୂଆ ସୀମା ପୁନଃନିର୍ଦ୍ଧାରଣ (Delimitation)  ପ୍ରସଙ୍ଗ ଉଠାଇ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଚ୍ଚନାୟକ

କାଲିଠୁ ଘର ଘର ବୁଲି ଜନଗଣନା

ଭୁବନେଶ୍ୱର (ରାଜ୍ୟକାହାଣୀ )ଗୁରୁବାରଠୁ ଆରମ୍ଭ ହେବ ଘର ଘର ବୁଲି ଜନଗଣନା। ଏପ୍ରିଲ ୧୬ ରୁ ମେ ୧୫ ଯାଏଁ ମାସେ ବ୍ୟାପି ଜନଗଣନା ଚାଲିବ। ପ୍ରଥମ ୩ ଦିନ ଘର ନମ୍ଵରିଂ କରାଯିବ। ଏଥିପାଇଁ ୮୦ ହଜାର କର୍ମଚାରୀ ନିୟୋଜିତ ହୋଇଛନ୍ତି। ୮ ହଜାର ସୁପରଭାଇଜର ଅଛନ୍ତି। ୧୦ ହଜାର ଜନଗଣନାକାରୀଙ୍କୁ

୧୮୦ ପୀଡିତାଙ୍କ ୩୫୦ ଅଶ୍ଳୀଳ ଭିଡିଓ ଭାଇରାଲ। ଅଭିଯୁକ୍ତ ଗିରଫ

୧୮୦ ପୀଡିତାଙ୍କ ୩୫୦ ଅଶ୍ଳୀଳ ଭିଡିଓ ଭାଇରାଲ।ଅଶ୍ଲୀଳ ଭିଡିଓ କରିଥିବା ଅଭିଯୋଗରେ ଗିରଫ ହୋଇଛି ଯୁବକ ଅୟାନ । ଅମରାବତୀରୁ ଅୟାନ ଅହମଦକୁ ଗିରଫ ପରେ ତାର ଘରେ ବୁଲୁଛି ବୁଲଡୋଜର୍ ।ପୋଲିସ ଏହି ମାମଲାରେ ଦ୍ୱିତୀୟ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତର ନାଁ ଉଜେର ଇକବାଲ ଖାନ। ତଦନ୍ତରୁ

APPକୁ ଝଟ୍‌କା,ରାଘବ ଚଢାଙ୍କୁ କେନ୍ଦ୍ର ସରକାରଙ୍କ Z କାଟାଗୋରି ସୁରକ୍ଷା

ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା ପ୍ରଦାନ କରିଛନ୍ତି। ରାଘବ ଚଢାଙ୍କୁ ଦିଲ୍ଲୀ ଏବଂ ପଞ୍ଜାବରେ ‘Z’ ବର୍ଗର ସୁରକ୍ଷା କଭର ମିଳିବ, ଯେତେବେଳେ ଅନ୍ୟ ସ୍ଥାନ ପାଇଁ ‘Y+’ ବର୍ଗର

ପ୍ରକାଶ ପାଇଲା ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ

ପ୍ରକାଶ ପାଇଲା ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ । ଛାତ୍ରଛାତ୍ରୀ ମାନେ CBSE ଅଫିସିଆଲ୍ ୱେବସାଇଟରୁ ନିଜର ପରୀକ୍ଷା ଫଳ ପାଇ ପାରିବେ । cbse.gov.in, results.cbse.nic.in, results.digilocker.gov.in ଓ ଉମଙ୍ଗରେ ରେଜଲ୍ଟ ଉପଲବ୍ଧ । ସୂଚନା ଅନୁସାରେ ଚଳିତ ବର୍ଷ CBSE ଦଶମ ଶ୍ରେଣୀ

ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ବିଜ୍ଞାନ ଶିକ୍ଷକ ଗିରଫ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ବିଜ୍ଞାନ ଶିକ୍ଷକ ଗିରଫ ।ଗିରଫ ଅଭିଯୁକ୍ତ ଶିକ୍ଷକ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ପାଟପୁରପାଟଣା ଗାଁର ଜିତେନ୍ଦ୍ର ମଳିକ।ସୂଚନା ଅନୁଯାୟୀ, ଅଭିଯୁକ୍ତ ଜିତେନ୍ଦ୍ର ଟିକାବାଲି ଥାନା ଅଞ୍ଚଳରେ ଥିବା ଏକ

ଶ୍ରୀମନ୍ଦିର ବାହାର ରତ୍ନ ଭଣ୍ଡାରରୁ ୩ ରତ୍ନ ନିଖୋଜ ପ୍ରସଙ୍ଗ, ସିଂହଦ୍ୱାର ଥାନାରେ ଏତଲା

ଭୁବନେଶ୍ୱର (ରାଜ୍ୟକାହାଣୀ )ଶ୍ରୀମନ୍ଦିର ବାହାର ରତ୍ନ ଭଣ୍ଡାରରୁ ରତ୍ନ ଗାଏବ୍। ଆସିଛି ଏଭଳି କିଛି ସାଙ୍ଘାତିକ ଅଭିଯୋଗ। ବାହାର ରତ୍ନଭଣ୍ଡାରରୁ ତିନି ଗୋଟି ରତ୍ନ ନିଖୋଜ ଥିବା ନେଇ ଏବେ ଥାନାରେ ମାମଲା ପହଞ୍ଚିଛି। ବାହାର ରତ୍ନଭଣ୍ଡାର ଗଣତିର ଶେଷ ଦିନ ଅର୍ଥାତ୍ ଗତ ୧୧ ଏପ୍ରିଲରେ

ଖୁବଶୀଘ୍ର ସ୍ଲଟ୍ ବୁକିଂ ଜରିଆରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ

ଖୁବଶୀଘ୍ର ସ୍ଲଟ୍ ବୁକିଂ ଜରିଆରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ। ଉଭୟ ଲାଇନ ଓ ସ୍ଲଟ୍ ବୁକିଂ ଦର୍ଶନ ଜାରି ରଖିବା ନେଇ ଯୋଜନା ଚାଲିଛି।ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସ୍ୱତନ୍ତ୍ର ହୋଲଡିଂ ଏରିଆରେ ସ୍ଲଟ ବୁକିଂ ମାଧ୍ୟମରେ ଶ୍ରଦ୍ଧାଳୁ ଦର୍ଶନ କରିବେ । ପ୍ରଥମେ

ଚନ୍ଦକା ଜଙ୍ଗଲକୁ ଆସିବେ ୨୦ ଗୟଳ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଚନ୍ଦକା ଜଙ୍ଗଲକୁ ଆସିବେ ୨୦ ଗୟଳ । ସମ୍ବଲପୁର ଡେବ୍ରିଗଡ଼ରୁ ପ୍ରଥମ ପର୍ଯ୍ୟାୟରେ ୧୦ଟି ଗୟଳ ଆଣିବାକୁ ଚନ୍ଦକା ବନବିଭାଗ ଯୋଜନା କରିଛି ।ଏକ ସ୍ୱତନ୍ତ୍ର ଗାଡ଼ିରେ ଡେବ୍ରିଗଡ଼ରୁ ଚନ୍ଦକା ଆଣିବା ପାଇଁ ପ୍ରସ୍ତୁତି ଚାଲିଥିବା ଚନ୍ଦକା ଡିଏଫ୍‌ଓ ସୂଚନା ଦେଇଛନ୍ତି ।